ଯିଶାଇୟ 60:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଲିବାନୋନର ଗୌରବ ତୁମ୍ଭ ନିକଟକୁ ଆସିବ, ଦେବଦାରୁ, ତିଧର, ତାଶୂର ବୃକ୍ଷ ଏକତ୍ର ହୋଇ ଆମ୍ଭର ପବିତ୍ର ସ୍ଥାନ ସୁଶୋଭିତ କରିବା ପାଇଁ ଆସିବେ, ପୁଣି ଆମ୍ଭେ ଆପଣା ପାଦପୀଠର ସ୍ଥାନ ଗୌରବାନ୍ୱିତ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)13 ଲିବାନୋନର ଗୌରବ ତୁମ୍ଭ ନିକଟକୁ ଆସିବ, ଦେବଦାରୁ, ତିଧର, ତାଶୂର ବୃକ୍ଷ ଏକତ୍ର ହୋଇ ଆମ୍ଭର ପବିତ୍ର ସ୍ଥାନ ସୁଶୋଭିତ କରିବା ପାଇଁ ଆସିବେ, ପୁଣି ଆମ୍ଭେ ଆପଣା ପାଦପୀଠର ସ୍ଥାନ ଗୌରବାନ୍ଵିତ କରିବା। Gade chapit laଓଡିଆ ବାଇବେଲ13 ଲିବାନୋନର ଗୌରବ ତୁମ୍ଭ ନିକଟକୁ ଆସିବ, ଦେବଦାରୁ, ତିଧର, ତାଶୂର ବୃକ୍ଷ ଏକତ୍ର ହୋଇ ଆମ୍ଭର ପବିତ୍ର ସ୍ଥାନ ସୁଶୋଭିତ କରିବା ପାଇଁ ଆସିବେ, ପୁଣି ଆମ୍ଭେ ଆପଣା ପାଦପୀଠର ସ୍ଥାନ ଗୌରବାନ୍ୱିତ କରିବା। Gade chapit laପବିତ୍ର ବାଇବଲ13 ଲିବାନୋନ୍ର ଗୌରବ ତୁମ୍ଭ ନିକଟକୁ ଆସିବ। ଦେବଦାରୁ, ତିଧର ଓ ତାଶୂର ବୃକ୍ଷ ଏକତ୍ର ହୋଇ ଆମ୍ଭର ପବିତ୍ର ସ୍ଥାନକୁ ସୁଶୋଭିତ କରିବାକୁ ଆସିବେ। ଆମ୍ଭେ ଆମ୍ଭର ପାଦପୀଠର ସ୍ଥାନ ଗୌରବାନ୍ୱିତ କରିବା। Gade chapit la |