ଯିଶାଇୟ 60:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହେବାରୁ କେହି ତୁମ୍ଭର ମଧ୍ୟଦେଇ ଯାତାୟାତ କଲା ନାହିଁ, ତହିଁର ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନନ୍ତକାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷ ପରମ୍ପରାର ଆନନ୍ଦ ସ୍ୱରୂପ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)15 ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହେବାରୁ କେହି ତୁମ୍ଭର ମଧ୍ୟ ଦେଇ ଯାତାୟାତ କଲା ନାହିଁ, ତହିଁର ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନ; କାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷ-ପରମ୍ପରାର ଆନନ୍ଦ ସ୍ଵରୂପ କରିବା। Gade chapit laଓଡିଆ ବାଇବେଲ15 ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହେବାରୁ କେହି ତୁମ୍ଭର ମଧ୍ୟ ଦେଇ ଯାତାୟାତ କଲା ନାହିଁ, ତହିଁର ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନନ୍ତ କାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷ ପରମ୍ପରାର ଆନନ୍ଦ ସ୍ୱରୂପ କରିବା। Gade chapit laପବିତ୍ର ବାଇବଲ15 “ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହୋଇଥିବାରୁ କେହି ତୁମ୍ଭ ମଧ୍ୟଦେଇ ଯାତାୟାତ କଲେ ନାହିଁ। ତା’ ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନନ୍ତକାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷାନୁକ୍ରମେ ଆନନ୍ଦସ୍ୱରୂପ କରିବା। Gade chapit la |
ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।
ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ‘ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ;’ ମାତ୍ର ସେମାନେ ଲଜ୍ଜିତ ହେବେ।