ଯିଶାଇୟ 60:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେତେବେଳେ ତୁମ୍ଭେ ତାହା ଦେଖି ଦୀପ୍ତିମାନ ହେବ ଓ ତୁମ୍ଭର ହୃଦୟ ଧୁକୁ ଧୁକୁ ହୋଇ ପ୍ରଫୁଲ୍ଲିତ ହେବ; କାରଣ ସମୁଦ୍ରର ଦ୍ରବ୍ୟରାଶି ତୁମ୍ଭଆଡ଼େ ଫେରାଯିବ, ଅନ୍ୟଦେଶୀୟମାନଙ୍କର ସମ୍ପତ୍ତି ତୁମ୍ଭ ନିକଟକୁ ଆସିବ। Gade chapit laପବିତ୍ର ବାଇବଲ (Re-edited) - (BSI)5 ସେତେବେଳେ ତୁମ୍ଭେ ତାହା ଦେଖି ଦୀପ୍ତିମାନ ହେବ ଓ ତୁମ୍ଭର ହୃଦୟ ଧୁକୁ ଧୁକୁ ହୋଇ ପ୍ରଫୁଲ୍ଲିତ ହେବ; କାରଣ ସମୁଦ୍ରର ଦ୍ରବ୍ୟରାଶି ତୁମ୍ଭଆଡ଼େ ଫେରାଯିବ, ଅନ୍ୟ ଦେଶୀୟମାନଙ୍କର ସମ୍ପତ୍ତି ତୁମ୍ଭ ନିକଟକୁ ଆସିବ। Gade chapit laଓଡିଆ ବାଇବେଲ5 ସେତେବେଳେ ତୁମ୍ଭେ ତାହା ଦେଖି ଦୀପ୍ତିମାନ ହେବ ଓ ତୁମ୍ଭର ହୃଦୟ ଧୁକୁ ଧୁକୁ ହୋଇ ପ୍ରଫୁଲ୍ଲିତ ହେବ; କାରଣ ସମୁଦ୍ରର ଦ୍ରବ୍ୟରାଶି ତୁମ୍ଭଆଡ଼େ ଫେରାଯିବ, ଅନ୍ୟ ଦେଶୀୟମାନଙ୍କର ସମ୍ପତ୍ତି ତୁମ୍ଭ ନିକଟକୁ ଆସିବ। Gade chapit laପବିତ୍ର ବାଇବଲ5 “ସେତେବେଳେ ତୁମ୍ଭେ ତାହା ଦେଖି ଦୀପ୍ତିମାନ ହେବ ଓ ତୁମ୍ଭର ହୃଦୟ ଉଲ୍ଲସିତ ହେବ। କାରଣ ସମୁଦ୍ରର ସମସ୍ତ ଦ୍ରବ୍ୟ ଓ ଅନ୍ୟ ଦେଶୀୟମାନଙ୍କର ସମ୍ପତ୍ତି ତୁମ୍ଭ ନିକଟକୁ ଆସିବ। Gade chapit la |