Biblia Todo Logo
Bib sou entènèt

- Piblisite -




ଯିଶାଇୟ 60:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମେଘର ନ୍ୟାୟ ଓ ଆପଣା ଆପଣା ଭାଡ଼ିକୁ ଉଡ଼ନ୍ତା କପୋତଗଣର ନ୍ୟାୟ ଉଡ଼ି ଆସୁଅଛନ୍ତି ଯେ ଏମାନେ, ଏମାନେ କିଏ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମେଘର ନ୍ୟାୟ ଓ ଆପଣା ଆପଣା ଭାଡ଼ିକୁ ଉଡ଼ନ୍ତା କପୋତଗଣର ନ୍ୟାୟ ଉଡ଼ି ଆସୁଅଛନ୍ତି ଯେ ଏମାନେ, ଏମାନେ କିଏ?

Gade chapit la Kopi

ଓଡିଆ ବାଇବେଲ

8 ମେଘର ନ୍ୟାୟ ଓ ଆପଣା ଆପଣା ଭାଡ଼ିକୁ ଉଡ଼ନ୍ତା କପୋତଗଣର ନ୍ୟାୟ ଉଡ଼ି ଆସୁଅଛନ୍ତି ଯେ ଏମାନେ, ଏମାନେ କିଏ ?

Gade chapit la Kopi

ପବିତ୍ର ବାଇବଲ

8 ଏମାନେ କିଏ, ଯେ କି ମେଘ ସଦୃଶ ଉଡ଼ି ଆସୁଛନ୍ତି ଓ ଉଡ଼ନ୍ତା କପୋତ ସଦୃଶ ନିଜ ନିଜ ଭାଡ଼ିକୁ ଉଡ଼ି ଆସୁଛନ୍ତି?

Gade chapit la Kopi




ଯିଶାଇୟ 60:8
8 Referans Kwoze  

ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସର୍ବଜାତୀୟ, ସର୍ବଗୋଷ୍ଠୀୟ, ସର୍ବବଂଶୀୟ ଓ ସର୍ବଭାଷାବାଦୀ ଅଗଣ୍ୟ ଏକ ମହାଜନତା ଶୁକ୍ଳ ବସ୍ତ୍ର ପରିହିତ ହୋଇ ଓ ଖଜୁରୀ ଡାଳଗୁଡ଼ିକ ହସ୍ତରେ ଧରି ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଅଛନ୍ତି;


ପୁଣି, ପୂର୍ବ ଓ ପଶ୍ଚିମ, ଉତ୍ତର ଓ ଦକ୍ଷିଣରୁ ଲୋକେ ଆସି ଈଶ୍ବରଙ୍କ ରାଜ୍ୟରେ ଭୋଜନରେ ବସିବେ।


ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ।


ତୁମ୍ଭେ ଅନାଇ ଚତୁର୍ଦ୍ଦିଗ ଦେଖ, ସେମାନେ ସମସ୍ତେ ଏକତ୍ର ହେଉଅଛନ୍ତି, ସେମାନେ ତୁମ୍ଭ ନିକଟକୁ ଆସୁଅଛନ୍ତି; ତୁମ୍ଭର ପୁତ୍ରଗଣ ଦୂରରୁ ଆସିବେ ଓ ତୁମ୍ଭର କନ୍ୟାଗଣ ସେମାନଙ୍କ ବାହୁରେ ଅଣାଯିବେ।


ସେତେବେଳେ ତୁମ୍ଭେ ମନେ ମନେ କହିବ, ‘ମୋର ସନ୍ତାନଗଣ ଅପହୃତ ହୋଇଅଛନ୍ତି, ମୁଁ ଏକାକିନୀ, ନିର୍ବାସିତା ହୋଇ ଏଣେତେଣେ ଭ୍ରମଣ କରୁଅଛି, ମୋହର ଏହି ସମସ୍ତଙ୍କୁ କିଏ ଜନ୍ମ ଦେଇଅଛି? ଓ ଏମାନଙ୍କୁ କିଏ ପ୍ରତିପାଳନ କରିଅଛି? ଦେଖ, ମୁଁ ଏକାକିନୀ ଅବଶିଷ୍ଟା ଥିଲି; ଏମାନେ କେଉଁଠାରେ ଥିଲେ?’”


ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ୱର, ଆମ୍ଭ ଛଡ଼ା ଦ୍ୱିତୀୟ ନାହିଁ।


ସେମାନେ ପକ୍ଷୀ ପରି ମିସରରୁ ଓ କପୋତ ପରି ଅଶୂର ଦେଶରୁ ଥରଥର ହୋଇ ଆସିବେ; ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଗୃହରେ ବାସ କରାଇବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite