ଯିଶାଇୟ 61:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ସେମାନେ ପୁରାତନ ଧ୍ୱଂସିତ ସ୍ଥାନସବୁ ନିର୍ମାଣ କରିବେ, ପୂର୍ବକାଳର ନଷ୍ଟ ସ୍ଥାନସବୁ ଉଠାଇବେ, ଆଉ ସେମାନେ ଧ୍ୱଂସିତ ଓ ଅନେକ ପୁରୁଷ ପରମ୍ପରାର ନଷ୍ଟ ନଗରସକଳ ନୂତନ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ପୁଣି, ସେମାନେ ପୁରାତନ ଧ୍ଵଂସିତ ସ୍ଥାନସବୁ ନିର୍ମାଣ କରିବେ, ପୂର୍ବ କାଳର ନଷ୍ଟ ସ୍ଥାନସବୁ ଉଠାଇବେ, ଆଉ ସେମାନେ ଧ୍ଵଂସିତ ଓ ଅନେକ ପୁରୁଷ-ପରମ୍ପରାର ନଷ୍ଟ ନଗରସକଳ ନୂତନ କରିବେ। Gade chapit laଓଡିଆ ବାଇବେଲ4 ପୁଣି, ସେମାନେ ପୁରାତନ ଧ୍ୱଂସିତ ସ୍ଥାନ ସବୁ ନିର୍ମାଣ କରିବେ, ପୂର୍ବ କାଳର ନଷ୍ଟ ସ୍ଥାନ ସବୁ ଉଠାଇବେ, ଆଉ ସେମାନେ ଧ୍ୱଂସିତ ଓ ଅନେକ ପୁରୁଷ ପରମ୍ପରାର ନଷ୍ଟ ନଗରସକଳ ନୂତନ କରିବେ। Gade chapit laପବିତ୍ର ବାଇବଲ4 “ସେମାନେ ପୁରାତନ ଧ୍ୱସ୍ତ ବିଧ୍ୱସ୍ତ ସ୍ଥାନଗୁଡ଼ିକୁ ପୁନଃନିର୍ମାଣ କରିବେ। ପୂର୍ବକାଳର ନଷ୍ଟ ସ୍ଥାନସବୁ ଉଠାଇବେ, ଆଉ ସେମାନେ ବିନଷ୍ଟ ଓ ଅନେକ ପୁରୁଷ ପରମ୍ପରାର ନଷ୍ଟ ନଗର ସବୁକୁ ନୂତନ କରି ଗଢ଼ିବେ। Gade chapit la |
କାରଣ ଆମ୍ଭେମାନେ ବନ୍ଦୀ ଲୋକ ଅଟୁ। ତଥାପି ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ପରିତ୍ୟାଗ କରି ନାହାନ୍ତି, ମାତ୍ର ଆମ୍ଭମାନଙ୍କୁ ଆଶ୍ୱାସ ଦେବା ପାଇଁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସ୍ଥାପନ କରିବା ପାଇଁ ଓ ତହିଁର ଭଗ୍ନ ସ୍ଥାନ ପୁନଃନିର୍ମାଣ କରିବା ପାଇଁ, ପୁଣି ଯିହୁଦା ଓ ଯିରୂଶାଲମରେ ଆମ୍ଭମାନଙ୍କୁ ଏକ ପ୍ରାଚୀର ଦେବା ପାଇଁ ସେ ପାରସ୍ୟ ରାଜାଗଣ ଦୃଷ୍ଟିରେ ଆମ୍ଭମାନଙ୍କ ପ୍ରତି ଦୟା ପ୍ରକାଶ କରିଅଛନ୍ତି।