ଯିଶାଇୟ 61:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ସେମାନଙ୍କ ବଂଶ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଓ ସେମାନଙ୍କ ସନ୍ତାନଗଣ ଗୋଷ୍ଠୀସମୂହର ମଧ୍ୟରେ ବିଖ୍ୟାତ ହେବେ; ସେମାନେ ସଦାପ୍ରଭୁଙ୍କର ଆଶୀର୍ବାଦ ପ୍ରାପ୍ତ ବଂଶ ବୋଲି ସେମାନଙ୍କୁ ଦେଖିବା ଲୋକ ସମସ୍ତେ ସ୍ୱୀକାର କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ପୁଣି, ସେମାନଙ୍କ ବଂଶ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଓ ସେମାନଙ୍କ ସନ୍ତାନଗଣ ଗୋଷ୍ଠୀସମୂହର ମଧ୍ୟରେ ବିଖ୍ୟାତ ହେବେ; ସେମାନେ ସଦାପ୍ରଭୁଙ୍କର ଆଶୀର୍ବାଦପ୍ରାପ୍ତ ବଂଶ ବୋଲି ସେମାନଙ୍କୁ ଦେଖିବା ଲୋକ ସମସ୍ତେ ସ୍ଵୀକାର କରିବେ। Gade chapit laଓଡିଆ ବାଇବେଲ9 ପୁଣି, ସେମାନଙ୍କ ବଂଶ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଓ ସେମାନଙ୍କ ସନ୍ତାନଗଣ ଗୋଷ୍ଠୀସମୂହର ମଧ୍ୟରେ ବିଖ୍ୟାତ ହେବେ; ସେମାନେ ସଦାପ୍ରଭୁଙ୍କର ଆଶୀର୍ବାଦପ୍ରାପ୍ତ ବଂଶ ବୋଲି ସେମାନଙ୍କୁ ଦେଖିବା ଲୋକ ସମସ୍ତେ ସ୍ୱୀକାର କରିବେ। Gade chapit laପବିତ୍ର ବାଇବଲ9 ପୁଣି ସେମାନଙ୍କ ବଂଶ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଓ ସେମାନଙ୍କ ସନ୍ତାନଗଣ ଗୋଷ୍ଠୀମାନଙ୍କ ମଧ୍ୟରେ ବିଖ୍ୟାତ ହେବେ। ସେମାନେ ସଦାପ୍ରଭୁଙ୍କର ଆଶୀର୍ବାଦପ୍ରାପ୍ତ ବଂଶ ବୋଲି ସେମାନଙ୍କୁ ଦେଖିବା ଲୋକ ସମସ୍ତେ ସ୍ୱୀକାର କରିବେ।” Gade chapit la |