Biblia Todo Logo
Bib sou entènèt

- Piblisite -




ଯିଶାଇୟ 62:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆହୁରି, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ସୁନ୍ଦର ମୁକୁଟ ସ୍ୱରୂପ ଓ ତୁମ୍ଭ ପରମେଶ୍ୱରଙ୍କ ହସ୍ତରେ ଗୋଟିଏ ରାଜକିରୀଟ ସ୍ୱରୂପ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆହୁରି, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ସୁନ୍ଦର ମୁକୁଟ ସ୍ଵରୂପ ଓ ତୁମ୍ଭ ପରମେଶ୍ଵରଙ୍କ ହସ୍ତରେ ଗୋଟିଏ ରାଜକିରୀଟ ସ୍ଵରୂପ ହେବ।

Gade chapit la Kopi

ଓଡିଆ ବାଇବେଲ

3 ଆହୁରି, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ସୁନ୍ଦର ମୁକୁଟ ସ୍ୱରୂପ ଓ ତୁମ୍ଭ ପରମେଶ୍ୱରଙ୍କ ହସ୍ତରେ ଗୋଟିଏ ରାଜକିରୀଟ ସ୍ୱରୂପ ହେବ।

Gade chapit la Kopi

ପବିତ୍ର ବାଇବଲ

3 ଆଉ ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ସୁନ୍ଦର ମୁକୁଟ ସ୍ୱରୂପ ଓ ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ରାଜକିରୀଟ ସ୍ୱରୂପ ହେବ।

Gade chapit la Kopi




ଯିଶାଇୟ 62:3
5 Referans Kwoze  

ସେହି ଦିନରେ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ ସୁନ୍ଦର ମୁକୁଟ ଓ ଶୋଭାକର କିରୀଟ ସ୍ୱରୂପ ହେବେ;


କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭମାନଙ୍କ ଭରସା, ଆନନ୍ଦ କି ଦର୍ପର ମୁକୁଟ କଅଣ? ତାହା କି ତୁମ୍ଭେମାନେ ନୁହଁ?


ପୁଣି, ସେହି ଦିନ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ଆପଣା ଲୋକମାନଙ୍କୁ ପଲ ସ୍ୱରୂପ ଉଦ୍ଧାର କରିବେ; କାରଣ ସେମାନେ ମୁକୁଟର ପ୍ରସ୍ତର ସ୍ୱରୂପ ତାହାଙ୍କ ଦେଶର ଊର୍ଦ୍ଧ୍ୱରେ ଉତ୍ଥାପିତ ହେବେ।


“ଊର୍ଦ୍ଧ୍ୱଲୋକରେ ଈଶ୍ବରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି।”


ତେବେ ନିଶ୍ଚୟ ମୁଁ ଆପଣା ସ୍କନ୍ଧରେ ତାହା ବହନ୍ତି ଓ ମୁକୁଟ ପରି ତାହା ବାନ୍ଧନ୍ତି।


Swiv nou:

Piblisite


Piblisite