ଯିଶାଇୟ 62:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାପି ନୀରବ ହେବେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)6 ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାଚ ନୀରବ ନୋହିବେ। Gade chapit laଓଡିଆ ବାଇବେଲ6 ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାପି ନୀରବ ହେବେ ନାହିଁ। Gade chapit laପବିତ୍ର ବାଇବଲ6 “ହେ ଯିରୁଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ କି ଦିନ କି ରାତି ନୀରବ ରହିବେ ନାହିଁ।” ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବେ ଓ ତୁମ୍ଭେମାନେ ନିଶ୍ଚିତ ତାଙ୍କର ପ୍ରତିଜ୍ଞା ସ୍ମରଣ କରିବ। Gade chapit la |
ଆଉ, ସେ ଆପଣା ପିତା ଦାଉଦଙ୍କର ବିଧାନାନୁସାରେ ଯାଜକମାନଙ୍କ ସେବାକର୍ମାର୍ଥେ ସେମାନଙ୍କର ପାଳି ନିରୂପଣ କଲେ ଓ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପ୍ରଶଂସା ଓ ଯାଜକମାନଙ୍କ ସମ୍ମୁଖରେ ପରିଚର୍ଯ୍ୟା କରିବା ନିମନ୍ତେ ଲେବୀୟମାନଙ୍କୁ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ କଲେ; ମଧ୍ୟ ଦ୍ୱାରପାଳମାନଙ୍କୁ ସେମାନଙ୍କ ପାଳି ଅନୁସାରେ ପ୍ରତ୍ୟେକ ଦ୍ୱାରରେ ନିଯୁକ୍ତ କଲେ; କାରଣ ପରମେଶ୍ୱରଙ୍କ ଲୋକ ଦାଉଦ ସେପରି ଆଜ୍ଞା କରିଥିଲେ।