Biblia Todo Logo
Bib sou entènèt

- Piblisite -




ଯିଶାଇୟ 63:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଯେ ପ୍ରାନ୍ତରରେ ଗମନ କରିବା ଅଶ୍ୱ ତୁଲ୍ୟ ଗଭୀର ସାଗର ମଧ୍ୟରେ ସେମାନଙ୍କୁ ଗମନ କରାଇଲେ ଓ ସେମାନେ ଝୁଣ୍ଟିଲେ ନାହିଁ, ସେ କାହାନ୍ତି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଯେ ପ୍ରାନ୍ତରରେ ଗମନ କରିବା ଅଶ୍ଵ ତୁଲ୍ୟ ଗଭୀର ସାଗର ମଧ୍ୟରେ ସେମାନଙ୍କୁ ଗମନ କରାଇଲେ ଓ ସେମାନେ ଝୁଣ୍ଟିଲେ ନାହିଁ, ସେ କାହାନ୍ତି?

Gade chapit la Kopi

ଓଡିଆ ବାଇବେଲ

13 ଯେ ପ୍ରାନ୍ତରରେ ଗମନ କରିବା ଅଶ୍ୱ ତୁଲ୍ୟ ଗଭୀର ସାଗର ମଧ୍ୟରେ ସେମାନଙ୍କୁ ଗମନ କରାଇଲେ ଓ ସେମାନେ ଝୁଣ୍ଟିଲେ ନାହିଁ, ସେ କାହାନ୍ତି ?

Gade chapit la Kopi

ପବିତ୍ର ବାଇବଲ

13 ଯେ ସମୁଦ୍ର ମଧ୍ୟରେ ବାଟ କଢ଼ାଇ ନେଲେ ଓ ଅଶ୍ୱତୁଲ୍ୟ ଗମନ କରାଇଲେ ମରୁଭୂମିରେ ଯିଏ କି ଝୁଣ୍ଟିଲେ ନାହିଁ, ସେ କାହାନ୍ତି?

Gade chapit la Kopi




ଯିଶାଇୟ 63:13
8 Referans Kwoze  

ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ୱାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ।


ତୁମ୍ଭେ ଆପଣା ଅଶ୍ୱଗଣ ଦ୍ୱାରା ସମୁଦ୍ରକୁ, ମହାଜଳରାଶିକୁ ଦଳି ପକାଇଲ।


ଆହୁରି, ସେ ସୂଫ ସାଗରକୁ ଧମକାନ୍ତେ, ତାହା ଶୁଷ୍କ ହେଲା; ତହିଁରେ ପ୍ରାନ୍ତର ଦେଇ ଘେନିଗଲା ପରି ସେ ସେମାନଙ୍କୁ ଗଭୀର ଜଳ ଦେଇ ଘେନିଗଲେ।


ଏଥିଉତ୍ତାରେ ମୋଶା ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସମସ୍ତ ରାତ୍ରି ପ୍ରବଳ ପୂର୍ବୀୟ ବାୟୁ ଦ୍ୱାରା ସମୁଦ୍ରକୁ ପଶ୍ଚାତ୍‍ ହଟାଇ ଶୁଷ୍କ କଲେ ଓ ଜଳ ଦୁଇ ଭାଗ ହେଲା।


ତୁମ୍ଭ ବ୍ୟବସ୍ଥା ସ୍ନେହକାରୀମାନେ ମହାଶାନ୍ତି ପ୍ରାପ୍ତ ହୁଅନ୍ତି; ପୁଣି, ସେମାନଙ୍କର ଝୁଣ୍ଟିବାର କୌଣସି କାରଣ ଘଟେ ନାହିଁ।


ତେବେ ତୁମ୍ଭେ ଆପଣା ପଥରେ ନିର୍ଭୟରେ ଚାଲିବ, ପୁଣି, ତୁମ୍ଭର ଚରଣ ଝୁଣ୍ଟିବ ନାହିଁ।


ଅଥବା ଆମ୍ଭେ ତୁମ୍ଭକୁ ଅନ୍ୟଦେଶୀୟମାନଙ୍କର ଅପମାନ ବାକ୍ୟ ଆଉ ଶୁଣାଇବା ନାହିଁ ଓ ତୁମ୍ଭେ ଗୋଷ୍ଠୀୟମାନଙ୍କର ନିନ୍ଦାବାକ୍ୟର ଭାର ଆଉ ବହିବ ନାହିଁ ଓ ନିଜ ଦେଶୀୟମାନଙ୍କର ବିଘ୍ନ ଆଉ ଜନ୍ମାଇବ ନାହିଁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ଆଉ, ସେ ରୂପା ଓ ସୁନା ସହିତ ସେମାନଙ୍କୁ ବାହାର କରି ଆଣିଲେ ଓ ତାହାଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ନ ଥିଲା।


Swiv nou:

Piblisite


Piblisite