ଯିଶାଇୟ 63:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏବେ ସ୍ୱର୍ଗରୁ ଅବଲୋକନ କର, ତୁମ୍ଭ ପବିତ୍ରତାର ଓ ତୁମ୍ଭ ପ୍ରତାପର ବସତି-ସ୍ଥାନରୁ ଦୃଷ୍ଟିପାତ କର; ତୁମ୍ଭର ଉଦ୍ଯୋଗ ଓ ତୁମ୍ଭର ବିକ୍ରମକାର୍ଯ୍ୟସବୁ କାହିଁ? ତୁମ୍ଭ ଅନ୍ତଃକରଣର ବ୍ୟଥା ଓ ତୁମ୍ଭର ସ୍ନେହସବୁ ମୋʼ ପ୍ରତି ନିବୃତ୍ତ ହୋଇଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)15 ଏବେ ସ୍ଵର୍ଗରୁ ଅବଲୋକନ କର, ତୁମ୍ଭ ପବିତ୍ରତାର ଓ ତୁମ୍ଭ ପ୍ରତାପର ବସତି-ସ୍ଥାନରୁ ଦୃଷ୍ଟିପାତ କର; ତୁମ୍ଭର ଉଦ୍ଯୋଗ ଓ ତୁମ୍ଭର ବିକ୍ରମ-କାର୍ଯ୍ୟସବୁ କାହିଁ? ତୁମ୍ଭ ଅନ୍ତଃକରଣର ବ୍ୟଥା ଓ ତୁମ୍ଭର ସ୍ନେହସବୁ ମୋʼ ପ୍ରତି ନିବୃତ୍ତ ହୋଇଅଛି। Gade chapit laଓଡିଆ ବାଇବେଲ15 ଏବେ ସ୍ୱର୍ଗରୁ ଅବଲୋକନ କର, ତୁମ୍ଭ ପବିତ୍ରତାର ଓ ତୁମ୍ଭ ପ୍ରତାପର ବସତିସ୍ଥାନରୁ ଦୃଷ୍ଟିପାତ କର; ତୁମ୍ଭର ଉଦ୍ଯୋଗ ଓ ତୁମ୍ଭର ବିକ୍ରମକାର୍ଯ୍ୟସବୁ କାହିଁ ? ତୁମ୍ଭ ଅନ୍ତଃକରଣର ବ୍ୟଥା ଓ ତୁମ୍ଭର ସ୍ନେହସବୁ ମୋ’ ପ୍ରତି ନିବୃତ୍ତ ହୋଇଅଛି। Gade chapit laପବିତ୍ର ବାଇବଲ15 ବର୍ତ୍ତମାନ ସ୍ୱର୍ଗ ଉପରୁ ଦେଖ, ତୁମ୍ଭ ପବିତ୍ରତା ଓ ତୁମ୍ଭ ପରାକ୍ରମର ବସତି ସ୍ଥାନରୁ ଦେଖ, ତୁମ୍ଭର ଶାଶ୍ୱତ ପ୍ରେମ କାହିଁ? ତୁମ୍ଭର କୋହ ଓ ଦୟା କାହିଁ? Gade chapit la |