ଯିଶାଇୟ 63:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ଆମ୍ଭେ ଆପଣା କ୍ରୋଧରେ ଲୋକମାନଙ୍କୁ ଦଳି ପକାଇଲୁ ଓ ଆମ୍ଭ କୋପରେ ସେମାନଙ୍କୁ ମତ୍ତ କରାଇଲୁ, ପୁଣି ଭୂମିରେ ସେମାନଙ୍କ ପ୍ରାଣରକ୍ତ ଢାଳି ପକାଇଲୁ।” Gade chapit laପବିତ୍ର ବାଇବଲ (Re-edited) - (BSI)6 ପୁଣି, ଆମ୍ଭେ ଆପଣା କ୍ରୋଧରେ ଲୋକମାନଙ୍କୁ ଦଳି ପକାଇଲୁ ଓ ଆମ୍ଭ କୋପରେ ସେମାନଙ୍କୁ ମତ୍ତ କରାଇଲୁ, ପୁଣି ଭୂମିରେ ସେମାନଙ୍କ ପ୍ରାଣ-ରକ୍ତ ଢାଳି ପକାଇଲୁ। Gade chapit laଓଡିଆ ବାଇବେଲ6 ପୁଣି, ଆମ୍ଭେ ଆପଣା କ୍ରୋଧରେ ଲୋକମାନଙ୍କୁ ଦଳି ପକାଇଲୁ ଓ ଆମ୍ଭ କୋପରେ ସେମାନଙ୍କୁ ମତ୍ତ କରାଇଲୁ, ପୁଣି ଭୂମିରେ ସେମାନଙ୍କ ପ୍ରାଣରକ୍ତ ଢାଳି ପକାଇଲୁ। Gade chapit laପବିତ୍ର ବାଇବଲ6 ପୁଣି ଆମ୍ଭେ ନିଜର କ୍ରୋଧରେ ଲୋକମାନଙ୍କୁ ଦଳି ପକାଇଲୁ ଓ ଆମ୍ଭ କୋପରେ ସେମାନଙ୍କୁ ମତ୍ତ କରାଇଲୁ; ପୁଣି ଭୂମିରେ ସେମାନଙ୍କର ପ୍ରାଣର ରକ୍ତ ଢାଳି ଦେଲୁ।” Gade chapit la |
ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।