ଯିଶାଇୟ 63:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆମ୍ଭେ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେଉଁସବୁ ଉପକାର କରିଅଛନ୍ତି, ପୁଣି ଆପଣାର ନାନାବିଧ ଦୟା ଓ ପ୍ରଚୁର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ଇସ୍ରାଏଲ ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା କୀର୍ତ୍ତନ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)7 ଆମ୍ଭ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେସବୁ ଉପକାର କରିଅଛନ୍ତି, ପୁଣି ଆପଣାର ନାନାବିଧ ଦୟା ଓ ପ୍ରଚୁର ସ୍ନେହପୂର୍ଣ୍ଣ-କରୁଣା ଅନୁସାରେ ଇସ୍ରାଏଲ-ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା କୀର୍ତ୍ତନ କରିବା। Gade chapit laଓଡିଆ ବାଇବେଲ7 ଆମ୍ଭେ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେଉଁ ସବୁ ଉପକାର କରିଅଛନ୍ତି, ପୁଣି ଆପଣାର ନାନାବିଧ ଦୟା ଓ ପ୍ରଚୁର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ଇସ୍ରାଏଲ-ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା କୀର୍ତ୍ତନ କରିବା। Gade chapit laପବିତ୍ର ବାଇବଲ7 ଆମ୍ଭେ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେ ସବୁ ଉପକାର କରିଅଛନ୍ତି, ପୁଣି ନିଜର ନାନାବିଧ ଦୟା ଓ ଅପାର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ଇସ୍ରାଏଲ ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରିବା। Gade chapit la |