ଯିଶାଇୟ 63:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କାରଣ ସେ କହିଲେ, ନିଶ୍ଚୟ ସେମାନେ ଆମ୍ଭର ଲୋକ, ଯେଉଁମାନେ ଅସତ୍ୟ ବ୍ୟବହାର ନ କରିବେ, ଏପରି ସନ୍ତାନ ଅଟନ୍ତି; ଏଣୁ ସେ ସେମାନଙ୍କର ତ୍ରାଣକର୍ତ୍ତା ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)8 କାରଣ ସେ କହିଲେ, ନିଶ୍ଚୟ ସେମାନେ ଆମ୍ଭର ଲୋକ, ଯେଉଁମାନେ ଅସତ୍ୟ ବ୍ୟବହାର ନ କରିବେ, ଏପରି ସନ୍ତାନ ଅଟନ୍ତି; ଏଣୁ ସେ ସେମାନଙ୍କର ତ୍ରାଣକର୍ତ୍ତା ହେଲେ। Gade chapit laଓଡିଆ ବାଇବେଲ8 କାରଣ ସେ କହିଲେ, ନିଶ୍ଚୟ ସେମାନେ ଆମ୍ଭର ଲୋକ, ଯେଉଁମାନେ ଅସତ୍ୟ ବ୍ୟବହାର ନ କରିବେ, ଏପରି ସନ୍ତାନ ଅଟନ୍ତି; ଏଣୁ ସେ ସେମାନଙ୍କର ତ୍ରାଣକର୍ତ୍ତା ହେଲେ। Gade chapit laପବିତ୍ର ବାଇବଲ8 ସଦାପ୍ରଭୁ କହିଲେ, “ନିଶ୍ଚୟ ସେମାନେ ଆମ୍ଭର ଲୋକ, ଯେଉଁମାନେ ଅସତ୍ୟ ବ୍ୟବହାର କରିବେ ନାହିଁ, ସେମାନେ ଆମ୍ଭର ସନ୍ତାନ।” ଏଣୁ ସେ ସେମାନଙ୍କର ତ୍ରାଣକର୍ତ୍ତା ହେଲେ। Gade chapit la |