ଯିଶାଇୟ 63:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ଵରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହି କରି ନେଲେ। Gade chapit laଓଡିଆ ବାଇବେଲ9 ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ। Gade chapit laପବିତ୍ର ବାଇବଲ9 ସେ ସେମାନଙ୍କର ସବୁ ଦୁଃଖରେ ଦୁଃଖିତ ହେଲେ। ତାହାଙ୍କର ଉପସ୍ଥିତି ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ। ସେ ସେମାନଙ୍କୁ ନିଜ ପ୍ରେମ ଓ ଦୟାରୁ ମୁକ୍ତ କଲେ ଏବଂ ସେମାନେ ଅତି ପୁରୁଣା ସମୟ ଦେଇ ବହନ କଲେ। Gade chapit la |