Biblia Todo Logo
Bib sou entènèt

- Piblisite -




ଯିଶାଇୟ 64:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ହେ ସଦାପ୍ରଭୁ, ଏହିସବୁ ହେଲେ ହେଁ ତୁମ୍ଭେ କି ଆପଣାକୁ କ୍ଷାନ୍ତ କରି ରଖିବ? ତୁମ୍ଭେ କି ତୁନି ହୋଇ ରହି ଆମ୍ଭମାନଙ୍କୁ ଅତ୍ୟନ୍ତ କ୍ଲେଶ ଦେବ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ହେ ସଦାପ୍ରଭୁ, ଏସବୁ ହେଲେ ହେଁ ତୁମ୍ଭେ କି ଆପଣାକୁ କ୍ଷା; କରି ରଖିବ? ତୁମ୍ଭେ କି ତୁନି ହୋଇ ରହି ଆମ୍ଭମାନଙ୍କୁ ଅତ୍ୟ; କ୍ଳେଶ ଦେବ?

Gade chapit la Kopi

ଓଡିଆ ବାଇବେଲ

12 ହେ ସଦାପ୍ରଭୁ, ଏହିସବୁ ହେଲେ ହେଁ ତୁମ୍ଭେ କି ଆପଣାକୁ କ୍ଷାନ୍ତ କରି ରଖିବ ? ତୁମ୍ଭେ କି ତୁନି ହୋଇ ରହି ଆମ୍ଭମାନଙ୍କୁ ଅତ୍ୟନ୍ତ କ୍ଲେଶ ଦେବ ?

Gade chapit la Kopi

ପବିତ୍ର ବାଇବଲ

12 ହେ ସଦାପ୍ରଭୁ, ଏସବୁ ହେଲା ପରେ ମଧ୍ୟ ତୁମ୍ଭେ କ’ଣ ନିଜକୁ ଆମ୍ଭଠାରୁ କ୍ଷାନ୍ତ କରି ରଖିବ? ତୁମ୍ଭେ କ’ଣ ନୀରବ ରହି ଆମ୍ଭମାନଙ୍କୁ କ୍ଳେଶ ଦେଇ ଗ୍ଭଲିବ?

Gade chapit la Kopi




ଯିଶାଇୟ 64:12
12 Referans Kwoze  

ଆମ୍ଭେ ଦୀର୍ଘ କାଳ ନୀରବ ହୋଇଅଛୁ; ଆମ୍ଭେ ସ୍ଥିର ହୋଇ ଆପଣାକୁ କ୍ଷାନ୍ତ କରିଅଛୁ; ଏବେ ଆମ୍ଭେ ପ୍ରସବକାରିଣୀ ସ୍ତ୍ରୀ ପରି ଡାକ ଛାଡ଼ିବା; ଆମ୍ଭେ ଏକାବେଳେ ଦୀର୍ଘ ନିଶ୍ୱାସ ଟାଣି ବ୍ୟଗ୍ରଚିତ୍ତ ହେବା।


ତହିଁରେ ସଦାପ୍ରଭୁଙ୍କ ଦୂତ ଉତ୍ତର କରି କହିଲେ, ‘ହେ ସୈନ୍ୟାଧିପତି ସଦାପ୍ରଭୁ, ଏହି ସତୁରି ବର୍ଷସାରା ତୁମ୍ଭେ ଯେଉଁମାନଙ୍କ ଉପରେ ବିରକ୍ତ ହୋଇ ଆସିଅଛ, ସେହି ଯିରୂଶାଲମ ଓ ଯିହୁଦାର ନଗରସମୂହ ପ୍ରତି ଆଉ କେତେ ସମୟ ଦୟା କରିବ ନାହିଁ?’


ହେ ପରମେଶ୍ୱର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ; ହେ ପରମେଶ୍ୱର, ନୀରବ ଓ ନିରସ୍ତ ହୁଅ ନାହିଁ।


ସେମାନେ ଉଚ୍ଚସ୍ୱରରେ ଡାକ ପକାଇ କହୁଥିଲେ, ହେ ପବିତ୍ର ଓ ସତ୍ୟ ପ୍ରଭୁ, ଆଉ କେତେ କାଳ ତୁମ୍ଭେ ବିଚାର ନ କରି ପୃଥିବୀନିବାସୀମାନଙ୍କଠାରୁ ଆମ୍ଭମାନଙ୍କ ରକ୍ତର ପରିଶୋଧ ନ ନେବ?


ହେ ସଦାପ୍ରଭୋ, କେତେ କାଳ? ତୁମ୍ଭେ କି ସଦାକାଳ କ୍ରୁଦ୍ଧ ହେବ? ତୁମ୍ଭର ଅନ୍ତର୍ଜ୍ୱାଳା କି ଅଗ୍ନି ପରି ଜ୍ୱଳିବ?


ହେ ସଦାପ୍ରଭୋ, ତୁମ୍ଭେ କାହିଁକି ଦୂରରେ ଠିଆ ହେଉଅଛ? ସଙ୍କଟ ସମୟରେ ତୁମ୍ଭେ କାହିଁକି ଆପଣାକୁ ଲୁଚାଉଅଛ?


ଏବେ ସ୍ୱର୍ଗରୁ ଅବଲୋକନ କର, ତୁମ୍ଭ ପବିତ୍ରତାର ଓ ତୁମ୍ଭ ପ୍ରତାପର ବସତି-ସ୍ଥାନରୁ ଦୃଷ୍ଟିପାତ କର; ତୁମ୍ଭର ଉଦ୍‍ଯୋଗ ଓ ତୁମ୍ଭର ବିକ୍ରମକାର୍ଯ୍ୟସବୁ କାହିଁ? ତୁମ୍ଭ ଅନ୍ତଃକରଣର ବ୍ୟଥା ଓ ତୁମ୍ଭର ସ୍ନେହସବୁ ମୋʼ ପ୍ରତି ନିବୃତ୍ତ ହୋଇଅଛି।


ଦେଖ, ଆମ୍ଭ ସମ୍ମୁଖରେ ଏହା ଲିଖିତ ଅଛି; “ଆମ୍ଭେ ନୀରବ ହୋଇ ରହିବା ନାହିଁ, ମାତ୍ର ପ୍ରତିଫଳ ଦେବା, ହଁ, ଆମ୍ଭେ ସେମାନଙ୍କ କୋଳରେ ପ୍ରତିଫଳ ଦେବା,


Swiv nou:

Piblisite


Piblisite