ଯିଶାଇୟ 64:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ। Gade chapit laପବିତ୍ର ବାଇବଲ (Re-edited) - (BSI)6 କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ। Gade chapit laଓଡିଆ ବାଇବେଲ6 କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ। Gade chapit laପବିତ୍ର ବାଇବଲ6 ଆମ୍ଭେମାନେ ସମସ୍ତେ ପାପରେ ଅପବିତ୍ର ଓ ଆମ୍ଭମାନଙ୍କର ଧର୍ମକର୍ମ ସବୁ ଅଶୁଚି ବସ୍ତ୍ର ସଦୃଶ ଅଟେ। ଆମ୍ଭେମାନେ ଝଡ଼ିଲା ପତ୍ର ସଦୃଶ ଓ ଆମ୍ଭମାନଙ୍କର ପାପଗୁଡ଼ିକ ବାୟୁ ତୁଲ୍ୟ ଆମ୍ଭମାନଙ୍କୁ ଉଡ଼ାଇ ନିଏ। Gade chapit la |
ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦ-ନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।