ଯିଶାଇୟ 65:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯେଉଁମାନେ ଆମ୍ଭ ବିଷୟ ପଚାରିଲେ ନାହିଁ, ସେମାନଙ୍କ ଦ୍ୱାରା ଆମ୍ଭେ ଅନ୍ୱେଷିତ ହେଉଅଛୁ; ଯେଉଁମାନେ ଆମ୍ଭର ଅନ୍ୱେଷଣ କଲେ ନାହିଁ, ସେମାନେ ଆମ୍ଭକୁ ପ୍ରାପ୍ତ ହେଉଅଛନ୍ତି; ଯେଉଁ ଦେଶୀୟ ଲୋକେ ଆମ୍ଭ ନାମରେ ଖ୍ୟାତ ହୋଇ ନ ଥିଲେ, ସେମାନଙ୍କୁ, “ଆମ୍ଭକୁ ଦେଖ, ଆମ୍ଭକୁ ଦେଖ” ବୋଲି ଆମ୍ଭେ କହିଲୁ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଯେଉଁମାନେ ଆମ୍ଭ ବିଷୟ ପଚାରିଲେ ନାହିଁ, ସେମାନଙ୍କ ଦ୍ଵାରା ଆମ୍ଭେ ଅନ୍ଵେଷିତ ହେଉଅଛୁ; ଯେଉଁମାନେ ଆମ୍ଭର ଅନ୍ଵେଷଣ କଲେ ନାହିଁ, ସେମାନେ ଆମ୍ଭକୁ ପ୍ରାପ୍ତ ହେଉଅଛନ୍ତିନ୍ତ ଯେଉଁ ଦେଶୀୟ ଲୋକେ ଆମ୍ଭ ନାମରେ ଖ୍ୟାତ ହୋଇ ନ ଥିଲେ, ସେମାନଙ୍କୁ, ଆମ୍ଭକୁ ଦେଖ, ଆମ୍ଭକୁ ଦେଖ ବୋଲି ଆମ୍ଭେ କହିଲୁ। Gade chapit laଓଡିଆ ବାଇବେଲ1 “ଯେଉଁମାନେ ଆମ୍ଭ ବିଷୟ ପଚାରିଲେ ନାହିଁ, ସେମାନଙ୍କ ଦ୍ୱାରା ଆମ୍ଭେ ଅନ୍ୱେଷିତ ହେଉଅଛୁ; ଯେଉଁମାନେ ଆମ୍ଭର ଅନ୍ୱେଷଣ କଲେ ନାହିଁ, ସେମାନେ ଆମ୍ଭକୁ ପ୍ରାପ୍ତ ହେଉଅଛନ୍ତି; ଯେଉଁ ଦେଶୀୟ ଲୋକେ ଆମ୍ଭ ନାମରେ ଖ୍ୟାତ ହୋଇ ନ ଥିଲେ, ସେମାନଙ୍କୁ, ଆମ୍ଭକୁ ଦେଖ, ଆମ୍ଭକୁ ଦେଖ ବୋଲି ଆମ୍ଭେ କହିଲୁ। Gade chapit laପବିତ୍ର ବାଇବଲ1 ସଦାପ୍ରଭୁ କହିଲେ, “ଯେଉଁମାନେ ଆମ୍ଭ ବିଷୟରେ ପଗ୍ଭରିଲେ ନାହିଁ, ସେମାନଙ୍କ ଦ୍ୱାରା ଆମ୍ଭେ ଅନ୍ୱେଷିତ ହେଲୁ, ଯେଉଁମାନେ ଆମ୍ଭକୁ ଖୋଜିଲେ ନାହିଁ, ଆମ୍ଭେ ସେମାନଙ୍କୁ ପ୍ରାପ୍ତ ହେଲୁ। ପୁଣି ଯେଉଁ ଦେଶୀୟମାନେ ଆମ୍ଭର ନାମ ଉଚ୍ଚାରଣ କରି ନ ଥିଲେ, ଆମ୍ଭେ ସେମାନଙ୍କୁ ‘ଆମ୍ଭକୁ ଦେଖ, ଆମ୍ଭକୁ ଦେଖ’ ବୋଲି କହିଲୁ। Gade chapit la |