ଯିଶାଇୟ 65:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୁମ୍ଭମାନଙ୍କୁ ଆମ୍ଭେ ଖଡ୍ଗ ନିମନ୍ତେ ନିରୂପଣ କରିବା ଓ ତୁମ୍ଭେ ସମସ୍ତେ ବଧ ସ୍ଥାନରେ ନଇଁ ପଡ଼ିବ; କାରଣ ଆମ୍ଭେ ଡାକିଲା ବେଳେ ତୁମ୍ଭେମାନେ ଉତ୍ତର ଦେଲ ନାହିଁ; ଆମ୍ଭେ କଥା କହିଲା ବେଳେ ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ତୁମ୍ଭେମାନେ କଲ ଓ ଯହିଁରେ ଆମ୍ଭେ ସନ୍ତୁଷ୍ଟ ନୋହୁଁ, ତାହା ହିଁ ମନୋନୀତ କଲ।” Gade chapit laପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭମାନଙ୍କୁ ଆମ୍ଭେ ଖଡ଼୍ଗ ନିମନ୍ତେ ନିରୂପଣ କରିବା ଓ ତୁମ୍ଭେ ସମସ୍ତେ ବଧ୍ୟ ସ୍ଥାନରେ ନଇଁ ପଡ଼ିବ; କାରଣ ଆମ୍ଭେ ଡାକିଲା ବେଳେ ତୁମ୍ଭେମାନେ ଉତ୍ତର ଦେଲ ନାହିଁ ଆମ୍ଭେ କଥା କହିଲା ବେଳେ ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ତୁମ୍ଭେମାନେ କଲ ଓ ଯହିଁରେ ଆମ୍ଭେ ସନ୍ତୁଷ୍ଟ ନୋହୁଁ, ତାହା ହିଁ ମନୋନୀତ କଲ। Gade chapit laଓଡିଆ ବାଇବେଲ12 ତୁମ୍ଭମାନଙ୍କୁ ଆମ୍ଭେ ଖଡ୍ଗ ନିମନ୍ତେ ନିରୂପଣ କରିବା ଓ ତୁମ୍ଭେ ସମସ୍ତେ ବଧ ସ୍ଥାନରେ ନଇଁ ପଡ଼ିବ; କାରଣ ଆମ୍ଭେ ଡାକିଲା ବେଳେ ତୁମ୍ଭେମାନେ ଉତ୍ତର ଦେଲ ନାହିଁ; ଆମ୍ଭେ କଥା କହିଲା ବେଳେ ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ତୁମ୍ଭେମାନେ କଲ ଓ ଯହିଁରେ ଆମ୍ଭେ ସନ୍ତୁଷ୍ଟ ନୋହୁଁ, ତାହା ହିଁ ମନୋନୀତ କଲ।” Gade chapit laପବିତ୍ର ବାଇବଲ12 ତୁମ୍ଭମାନଙ୍କୁ ଆମ୍ଭେ ଖଡ଼୍ଗରେ ଚ୍ଛେଦନ କରିବା ଓ ତୁମ୍ଭେ ସମସ୍ତେ ବଧ୍ୟସ୍ଥାନରେ ନଇଁ ପଡ଼ିବ। କାରଣ ଆମ୍ଭେ ଡାକିଲା ବେଳେ ତୁମ୍ଭେମାନେ ଉତ୍ତର କଲ ନାହିଁ, ଆମ୍ଭେ କଥା କହିଲା ବେଳେ ତୁମ୍ଭେମାନେ ଶୁଣିଲ ନାହିଁ। କିନ୍ତୁ ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ ସେହି କାର୍ଯ୍ୟ କଲ ଓ ଯାହା ଆମ୍ଭକୁ ଅସନ୍ତୁଷ୍ଟ କରିବ ସେହି କାର୍ଯ୍ୟକୁ ମନୋନୀତ କଲ।” Gade chapit la |
ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦ-ନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।
ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହାସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”