ଯିଶାଇୟ 65:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେମାନେ କ୍ଷୁଧାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭେମାନେ ତୃଷାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ଆନନ୍ଦ କରିବେ, ମାତ୍ର ତୁମ୍ଭେମାନେ ଲଜ୍ଜିତ ହେବ; Gade chapit laପବିତ୍ର ବାଇବଲ (Re-edited) - (BSI)13 ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେମାନେ କ୍ଷୁଧାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭେମାନେ ତୃଷାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ଆନନ୍ଦ କରିବେ, ମାତ୍ର ତୁମ୍ଭେମାନେ ଲଜ୍ଜିତ ହେବ; Gade chapit laଓଡିଆ ବାଇବେଲ13 ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେମାନେ କ୍ଷୁଧାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭେମାନେ ତୃଷାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ଆନନ୍ଦ କରିବେ, ମାତ୍ର ତୁମ୍ଭେମାନେ ଲଜ୍ଜିତ ହେବ; Gade chapit laପବିତ୍ର ବାଇବଲ13 ସେହି ସକାଶେ ମୋର ପ୍ରଭୁ ସଦାପ୍ରଭୁ ଏହିକଥା କରନ୍ତି, “ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେ ମନ୍ଦାଗ୍ଭରୀମାନେ କ୍ଷୁଧାର୍ତ୍ତ ରହିବ। ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭେମାନେ ତୃଷାର୍ତ୍ତ ରହିବ। ଆମ୍ଭର ଦାସମାନେ ଆନନ୍ଦ କଲାବେଳେ ତୁମ୍ଭେମାନେ ଲଜ୍ଜିତ ହେବ। Gade chapit la |
ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ‘ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ;’ ମାତ୍ର ସେମାନେ ଲଜ୍ଜିତ ହେବେ।