ଯିଶାଇୟ 65:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଅଭିଶାପ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ; ଆଉ, ସେ ଆପଣା ଦାସମାନଙ୍କୁ ଅନ୍ୟ ନାମରେ ଖ୍ୟାତ କରିବେ; Gade chapit laପବିତ୍ର ବାଇବଲ (Re-edited) - (BSI)15 ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଶାପାସ୍ପଦ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ; ଆଉ, ସେ ଆପଣା ଦାସମାନଙ୍କୁ ଅନ୍ୟ ନାମରେ ଖ୍ୟାତ କରିବେ; Gade chapit laଓଡିଆ ବାଇବେଲ15 ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଅଭିଶାପ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ; ଆଉ, ସେ ଆପଣା ଦାସମାନଙ୍କୁ ଅନ୍ୟ ନାମରେ ଖ୍ୟାତ କରିବେ; Gade chapit laପବିତ୍ର ବାଇବଲ15 ପୁନଶ୍ଚ ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଅଭିଶାପରୂପେ ରଖିଯିବ।” ତେଣୁ ମୋର ପ୍ରଭୁ ସଦାପ୍ରଭୁ ତୁମ୍ଭକୁ ବଧ କରିବେ। ସେ ନିଜର ଦାସମାନଙ୍କୁ ଅନ୍ୟ ନାମରେ ନାମିତ କରିବେ। Gade chapit la |
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶ୍ରାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ।