Biblia Todo Logo
Bib sou entènèt

- Piblisite -




ଯିଶାଇୟ 65:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 କାରଣ ଦେଖ, ଆମ୍ଭେ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ସୃଷ୍ଟି କରୁ ଓ ପୂର୍ବକାଳର ବିଷୟସବୁ ସ୍ମରଣ କରାଯିବ ନାହିଁ, କିଅବା ମନରେ ପଡ଼ିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 କାରଣ ଦେଖ, ଆମ୍ଭେ ନୂତନ ଆକାଶମଣ୍ତଳ ଓ ନୂତନ ପୃଥିବୀ ସୃଷ୍ଟି କରୁ ଓ ପୂର୍ବ କାଳର ବିଷୟସବୁ ସ୍ମରଣ କରାଯିବ ନାହିଁ, କିଅବା ମନରେ ପଡ଼ିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

17 କାରଣ ଦେଖ, ଆମ୍ଭେ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ସୃଷ୍ଟି କରୁ ଓ ପୂର୍ବ କାଳର ବିଷୟସବୁ ସ୍ମରଣ କରାଯିବ ନାହିଁ, କିଅବା ମନରେ ପଡ଼ିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

17 “କାରଣ ଦେଖ, ଆମ୍ଭେ ନୂତନ ସ୍ୱର୍ଗମଣ୍ଡଳ ଓ ନୂତନ ପୃଥିବୀ ସୃଷ୍ଟି କରୁଅଛୁ। ତେଣୁ ପୂର୍ବକାଳର ବିଷୟସବୁ ବିସ୍ମୃତ ହେବ ଓ ସେଗୁଡ଼ିକ ଆଉ ସ୍ମୃତିକୁ ଆସିବ ନାହିଁ।

Gade chapit la Kopi




ଯିଶାଇୟ 65:17
10 Referans Kwoze  

ଆମ୍ଭେମାନେ ତାହାଙ୍କ ପ୍ରତିଜ୍ଞାନୁସାରେ ଗୋଟିଏ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀର ଅପେକ୍ଷାରେ ଅଛୁ, ଯାହା ଧାର୍ମିକତାର ଆବାସସ୍ଥଳ ହେବ।


କାରଣ ଆମ୍ଭେ ଯେଉଁ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ସେହିପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାୟୀ ହେବ, ଏହା ସଦାପ୍ରଭୁ କହନ୍ତି।


“ତୁମ୍ଭେମାନେ ଆଦ୍ୟ ବିଷୟସବୁ ସ୍ମରଣ କର ନାହିଁ, କିଅବା ପୁରାତନ ବିଷୟସବୁ ବିବେଚନା କର ନାହିଁ।


ସଦାପ୍ରଭୁ କହନ୍ତି, ସେହି ସମୟରେ, ଯେତେବେଳେ ତୁମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହେବ, ସେତେବେଳେ ଲୋକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବୋଲି ଆଉ କହିବେ ନାହିଁ; କିଅବା ତାହା ମନରେ ପଡ଼ିବ ନାହିଁ; ଅଥବା ସେମାନେ ତାହା ସ୍ମରଣ କରିବେ ନାହିଁ, କିଅବା ତାହା ନିକଟକୁ ଯିବେ ନାହିଁ; ଅଥବା ଆଉ ତାହା ନିର୍ମିତ ହେବ ନାହିଁ।


ପୁଣି, ଆକାଶମଣ୍ଡଳ ରୋପଣ କରିବାର, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିବାର ଓ ‘ତୁମ୍ଭେ ଆମ୍ଭର ଲୋକ,’ ଏହା ସିୟୋନକୁ କହିବା ପାଇଁ ଆମ୍ଭେ ତୁମ୍ଭ ମୁଖରେ ଆପଣା ବାକ୍ୟ ରଖିଅଛୁ ଓ ଆପଣା ହସ୍ତର ଛାୟାରେ ତୁମ୍ଭକୁ ଆଚ୍ଛାଦନ କରିଅଛୁ।”


କିନ୍ତୁ ଯେପରି ଲେଖାଅଛି, “ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେ ସମସ୍ତ ବିଷୟ ଈଶ୍ବର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି।”


ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି।


ପୁନର୍ବାର ବୋଲି କହିବା ଦ୍ୱାରା ଏହା ବୁଝାଯାଏ ଯେ, ଅଟଳ ବିଷୟସବୁ ରହିବା ନିମନ୍ତେ ଟଳମଳ ବିଷୟ, ଅର୍ଥାତ୍‍, ସୃଷ୍ଟ ବିଷୟସବୁର ପରିବର୍ତ୍ତନ ହେବ।


ପୁରାତନ ବିଷୟସବୁ ସ୍ମରଣ କର; କାରଣ ଆମ୍ଭେ ହିଁ ପରମେଶ୍ୱର, ଦ୍ୱିତୀୟ ନାହିଁ; ଆମ୍ଭେ ପରମେଶ୍ୱର, ଆମ୍ଭ ତୁଲ୍ୟ କେହି ନାହିଁ;


Swiv nou:

Piblisite


Piblisite