Biblia Todo Logo
Bib sou entènèt

- Piblisite -




ଯିଶାଇୟ 65:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସେମାନେ ନିର୍ମାଣ କଲେ, ଅନ୍ୟ କେହି ତହିଁରେ ବାସ କରିବ ନାହିଁ; ସେମାନେ ରୋପଣ କଲେ, ଅନ୍ୟ କେହି ଫଳ ଭୋଗ କରିବ ନାହିଁ; କାରଣ ଆମ୍ଭ ଲୋକମାନଙ୍କର ଆୟୁ ବୃକ୍ଷର ଆୟୁ ତୁଲ୍ୟ ହେବ ଓ ଆମ୍ଭ ମନୋନୀତ ଲୋକମାନେ ଦୀର୍ଘ କାଳ ପର୍ଯ୍ୟନ୍ତ ଆପଣାମାନଙ୍କ ହସ୍ତକୃତ କର୍ମର ଫଳ ଭୋଗ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ସେମାନେ ନିର୍ମାଣ କଲେ, ଅନ୍ୟ କେହି ତହିଁରେ ବାସ କରିବ ନାହିଁ; ସେମାନେ ରୋପଣ କଲେ, ଅନ୍ୟ କେହି ଫଳ ଭୋଗ କରିବ ନାହିଁ; କାରଣ ଆମ୍ଭ ଲୋକମାନଙ୍କର ଆୟୁ ବୃକ୍ଷର ଆୟୁ ତୁଲ୍ୟ ହେବ ଓ ଆମ୍ଭ ମନୋନୀତ ଲୋକମାନେ ଦୀର୍ଘ କାଳଯାଏ ଆପଣାମାନଙ୍କ ହସ୍ତକୃତ କର୍ମର ଫଳ ଭୋଗ କରିବେ।

Gade chapit la Kopi

ଓଡିଆ ବାଇବେଲ

22 ସେମାନେ ନିର୍ମାଣ କଲେ, ଅନ୍ୟ କେହି ତହିଁରେ ବାସ କରିବ ନାହିଁ; ସେମାନେ ରୋପଣ କଲେ, ଅନ୍ୟ କେହି ଫଳ ଭୋଗ କରିବ ନାହିଁ; କାରଣ ଆମ୍ଭ ଲୋକମାନଙ୍କର ଆୟୁ ବୃକ୍ଷର ଆୟୁ ତୁଲ୍ୟ ହେବ ଓ ଆମ୍ଭ ମନୋନୀତ ଲୋକମାନେ ଦୀର୍ଘ କାଳ ପର୍ଯ୍ୟନ୍ତ ଆପଣାମାନଙ୍କ ହସ୍ତକୃତ କର୍ମର ଫଳ ଭୋଗ କରିବେ।

Gade chapit la Kopi

ପବିତ୍ର ବାଇବଲ

22 ସେମାନେ ନିର୍ମାଣ କରିଥିବା ଗୃହରେ ଅନ୍ୟ ଲୋକ ବାସ କରି ପାରିବେ ନାହିଁ ଓ ସେମାନଙ୍କରୋପିତ ବୃକ୍ଷର ଫଳ ଅନ୍ୟ ଲୋକ ଭୋଗ କରିବ ନାହିଁ। କାରଣ ଆମ୍ଭ ଲୋକମାନଙ୍କର ଆୟୁ ବୃକ୍ଷର ଆୟୁତୁଲ୍ୟ ହେବ ଓ ଆମ୍ଭ ମନୋନୀତ ଲୋକମାନେ ଦୀର୍ଘକାଳ ପର୍ଯ୍ୟନ୍ତ ନିଜ ହସ୍ତକୃତ କର୍ମଫଳ ଭୋଗ କରିବେ।

Gade chapit la Kopi




ଯିଶାଇୟ 65:22
12 Referans Kwoze  

ଆମ୍ଭେ ଦୀର୍ଘାୟୁ ଦେଇ ତାହାକୁ ତୃପ୍ତ କରିବା ଓ ଆମ୍ଭର ପରିତ୍ରାଣ ତାହାକୁ ଦେଖାଇବା।


ସେ ତୁମ୍ଭ ନିକଟରେ ଜୀବନ ପ୍ରାର୍ଥନା କଲେ, ତୁମ୍ଭେ ତାହା ତାଙ୍କୁ ଦେଲ; ଆହୁରି, ଅନନ୍ତକାଳସ୍ଥାୟୀ ଦୀର୍ଘାୟୁ ଦାନ କଲ।


ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଅଭିଶାପ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ; ଆଉ, ସେ ଆପଣା ଦାସମାନଙ୍କୁ ଅନ୍ୟ ନାମରେ ଖ୍ୟାତ କରିବେ;


ପୁଣି, ଆମ୍ଭେ ଯାକୁବଠାରୁ ଏକ ବଂଶ ଓ ଯିହୁଦାଠାରୁ ଆମ୍ଭ ପର୍ବତଗଣର ଏକ ଅଧିକାରୀ ଉତ୍ପନ୍ନ କରିବା ଓ ଆମ୍ଭର ମନୋନୀତ ଲୋକମାନେ ତାହା ଅଧିକାର କରିବେ ଓ ଆମ୍ଭର ଦାସମାନେ ସେଠାରେ ବସତି କରିବେ।


ମଥୂଶେଲହର ବୟସ ସର୍ବସୁଦ୍ଧା ନଅ ଶହ ଊଣସ୍ତରି ବର୍ଷ ଥିଲା; ତହୁଁ ସେ ମଲା।


ଆଦମଙ୍କର ବୟସ ସର୍ବସୁଦ୍ଧା ନଅ ଶହ ତିରିଶ ବର୍ଷ ଥିଲା; ତହୁଁ ସେ ମଲେ।


ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଏହିରୂପେ ବ୍ୟବହାର କରିବା; ଆମ୍ଭେ ତୁମ୍ଭମାନଙ୍କ ଉପରେ ବ୍ୟାକୁଳତା ନିରୂପଣ କରିବା; ଅର୍ଥାତ୍‍, ଯକ୍ଷ୍ମା ଓ ଜ୍ୱର, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ ଓ ପ୍ରାଣ କ୍ଷୟ କରିବ; ଆଉ ତୁମ୍ଭେମାନେ ବୃଥାରେ ଆପଣାମାନଙ୍କ ବୀଜ ବୁଣିବ, କାରଣ ତୁମ୍ଭମାନଙ୍କ ଶତ୍ରୁମାନେ ତାହା ଖାଇବେ।


ସଦାପ୍ରଭୁ ଆପଣାର ଡାହାଣ ହସ୍ତ ଓ ବଳବାନ ବାହୁ ଦ୍ୱାରା ଶପଥ କରିଅଛନ୍ତି, ନିଶ୍ଚୟ ଆମ୍ଭେ ତୁମ୍ଭର ଶସ୍ୟ ତୁମ୍ଭ ଶତ୍ରୁଗଣର ଖାଦ୍ୟ ନିମନ୍ତେ ଆଉ ଦେବା ନାହିଁ ଓ ଯହିଁ ନିମନ୍ତେ ତୁମ୍ଭେ ପରିଶ୍ରମ କରିଅଛ, ତୁମ୍ଭର ସେହି ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ।


ମାତ୍ର ଯେଉଁମାନେ ତାହା ସଞ୍ଚୟ କରିଅଛନ୍ତି, ସେମାନେ ତାହା ଭୋଜନ କରି ସଦାପ୍ରଭୁଙ୍କର ପ୍ରଶଂସା କରିବେ ଓ ଯେଉଁମାନେ ତାହା ସଂଗ୍ରହ କରିଅଛନ୍ତି, ସେମାନେ ଆମ୍ଭ ପବିତ୍ର ସ୍ଥାନର ପ୍ରାଙ୍ଗଣ ମଧ୍ୟରେ ତାହା ପାନ କରିବେ।


କାରଣ ଆମ୍ଭେ ଯେଉଁ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ସେହିପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାୟୀ ହେବ, ଏହା ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite