Biblia Todo Logo
Bib sou entènèt

- Piblisite -




ଯିଶାଇୟ 65:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେମାନେ କହନ୍ତି, ସ୍ୱ ସ୍ଥାନରେ ଛିଡ଼ା ହୁଅ, “ଆମ୍ଭ ନିକଟକୁ ଆସ ନାହିଁ, କାରଣ ଆମ୍ଭେ ତୁମ୍ଭ ଅପେକ୍ଷା ପବିତ୍ର;” ଏମାନେ ଆମ୍ଭ ନାସିକାରେ ଧର୍ମସ୍ୱରୂପ, ସାରାଦିନ ପ୍ରଜ୍ୱଳିତ ଅଗ୍ନି ସ୍ୱରୂପ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେମାନେ କହନ୍ତି, ସ୍ଵସ୍ଥାନରେ ଛିଡ଼ା ହୁଅ, ଆମ୍ଭ ନିକଟକୁ ଆସ ନାହିଁ, କାରଣ ଆମ୍ଭେ ତୁମ୍ଭ ଅପେକ୍ଷା ପବିତ୍ର; ଏମାନେ ଆମ୍ଭ ନାସିକାରେ ଧର୍ମ ସ୍ଵରୂପ, ଦିନଯାକ ପ୍ରଜ୍ଵଳିତ ଅଗ୍ନି ସ୍ଵରୂପ।

Gade chapit la Kopi

ଓଡିଆ ବାଇବେଲ

5 ସେମାନେ କହନ୍ତି, ସ୍ୱସ୍ଥାନରେ ଛିଡ଼ା ହୁଅ, ଆମ୍ଭ ନିକଟକୁ ଆସ ନାହିଁ, କାରଣ ଆମ୍ଭେ ତୁମ୍ଭ ଅପେକ୍ଷା ପବିତ୍ର; ଏମାନେ ଆମ୍ଭ ନାସିକାରେ ଧର୍ମ ସ୍ୱରୂପ, ସାରାଦିନ ପ୍ରଜ୍ୱଳିତ ଅଗ୍ନି ସ୍ୱରୂପ।

Gade chapit la Kopi

ପବିତ୍ର ବାଇବଲ

5 “ମାତ୍ର ସେହି ଲୋକମାନେ କୁହନ୍ତି, ‘ସେସ୍ଥାନରେ ଛିଡ଼ା ହୁଅ, ଆମ୍ଭମାନଙ୍କ ନିକଟକୁ ଆସ ନାହିଁ, କାରଣ ଆମ୍ଭେମାନେ ତୁମ୍ଭ ଅପେକ୍ଷା ପବିତ୍ର।’ କିନ୍ତୁ ସେହି ଲୋକମାନେ ଆମ୍ଭ ନାସିକାର ଧୂମସ୍ୱରୂପ ଓ ଦିନସାରା ପ୍ରଜ୍ୱଳିତ ଅଗ୍ନି ସ୍ୱରୂପ।”

Gade chapit la Kopi




ଯିଶାଇୟ 65:5
17 Referans Kwoze  

ତାହା ଦେଖି, ଯେଉଁ ଫାରୂଶୀ ତାହାଙ୍କୁ ନିମନ୍ତ୍ରଣ କରିଥିଲେ, ସେ ମନେ ମନେ କହିଲେ, ଏ ଯଦି ଭାବବାଦୀ ହୋଇଥାଆନ୍ତା, ତାହାହେଲେ ଏହାକୁ ଯେ ସ୍ପର୍ଶ କରୁଅଛି, ସେ କିଏ ଓ କି ପ୍ରକାର ସ୍ତ୍ରୀ, ଅର୍ଥାତ୍‍, ସେ ଯେ ପାପିନୀ, ଏହା ଜାଣିଥାଆନ୍ତା।


ମନରେ ଗର୍ବୀ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କଠାରେ ଘୃଣିତ, ହାତ ଧରାଧରି ହେଲେ ହେଁ ସେ ଅଦଣ୍ଡିତ ନୋହିବ।


ସେଥିରେ ଫାରୂଶୀମାନେ ଓ ସେମାନଙ୍କ ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ, ତୁମ୍ଭେମାନେ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଖିଆପିଆ କରୁଅଛ?


ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ, ମାତ୍ର ତତ୍‍କ୍ଷଣେ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ, ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ତାହା ପାଇଁ ଛକି ରହିବ, ଆଉ ସଦାପ୍ରଭୁ ଆକାଶମଣ୍ଡଳ ତଳୁ ତାହାର ନାମ ଲୋପ କରିବେ।


ସେମାନେ ଦଳଭେଦ ସୃଷ୍ଟି କରନ୍ତି, ସେମାନେ ସାଂସାରିକମନା ଓ ଈଶ୍ବରଙ୍କ ଆତ୍ମାବିହୀନ।


ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରି, ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।”


କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ର‌ରେ ଉକ୍ତ ଅଛି, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି।”


ଫାରୂଶୀମାନେ ତାହା ଦେଖି ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭମାନଙ୍କ ଗୁରୁ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି?”


ଯେପରି ଦନ୍ତକୁ କଟୁ ରସ ଓ ଚକ୍ଷୁକୁ ଧୂଆଁ, ସେପରି ଆପଣା ପ୍ରେରକମାନଙ୍କ ପ୍ରତି ଅଳସୁଆ।


ସେଥିରେ ଫାରୂଶୀମାନେ ଓ ଶାସ୍ତ୍ରୀମାନେ ବଚସା କରୁ କରୁ କହିଲେ, ଏ ଲୋକଟା ପାପୀମାନଙ୍କୁ ଗ୍ରହଣ କରେ ଓ ସେମାନଙ୍କ ସହିତ ଭୋଜନ କରେ!


ଆପଣା ଦୃଷ୍ଟିରେ ନିର୍ମଳ, ଏପରି ଏକ ବଂଶ ଅଛି, ତଥାପି ସେମାନେ ଆପଣା ମଳିନତାରୁ ଧୌତ ହୋଇ ନାହାନ୍ତି।


Swiv nou:

Piblisite


Piblisite