ଯିଶାଇୟ 65:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସଦାପ୍ରଭୁ ଏହି କଥା କହନ୍ତି, “ଦ୍ରାକ୍ଷାପେଣ୍ଡାରେ ଯେପରି ନୂତନ ଦ୍ରାକ୍ଷାରସ ମିଳେ ଓ ଲୋକେ କହନ୍ତି, ଏହା ନଷ୍ଟ ନ କର, କାରଣ ଏଥିରେ ଆଶୀର୍ବାଦ ଅଛି; ସେହିପରି ଆମ୍ଭେ ଆପଣା ଦାସଗଣ ସକାଶେ କରିବା, ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)8 ସଦାପ୍ରଭୁ ଏହି କଥା କହନ୍ତି, ଦ୍ରାକ୍ଷାପେଣ୍ତାରେ ଯେପରି ନୂତନ ଦ୍ରାକ୍ଷାରସ ମିଳେ ଓ ଲୋକେ କହନ୍ତି, ଏହା ନଷ୍ଟ ନ କର, କାରଣ ଏଥିରେ ଆଶୀର୍ବାଦ ଅଛି; ସେପରି ଆମ୍ଭେ ଆପଣା ଦାସଗଣ ସକାଶେ କରିବା, ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ। Gade chapit laଓଡିଆ ବାଇବେଲ8 ସଦାପ୍ରଭୁ ଏହି କଥା କହନ୍ତି, “ଦ୍ରାକ୍ଷାପେଣ୍ଡାରେ ଯେପରି ନୂତନ ଦ୍ରାକ୍ଷାରସ ମିଳେ ଓ ଲୋକେ କହନ୍ତି, ଏହା ନଷ୍ଟ ନ କର, କାରଣ ଏଥିରେ ଆଶୀର୍ବାଦ ଅଛି; ସେହିପରି ଆମ୍ଭେ ଆପଣା ଦାସଗଣ ସକାଶେ କରିବା, ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ। Gade chapit laପବିତ୍ର ବାଇବଲ8 ସଦାପ୍ରଭୁ ଏହିକଥା କୁହନ୍ତି, “ଯେତେବେଳେ ଦ୍ରାକ୍ଷାଫଳରେ ନୂତନ ଦ୍ରାକ୍ଷାରସ ମିଳେ, ଲୋକେ କୁହନ୍ତି, ଏହାକୁ ନଷ୍ଟ କର ନାହିଁ। କାରଣ ଏଥିରେ ଆଶୀର୍ବାଦ ଅଛି, ସେହିପରି ଆମ୍ଭ ଦାସମାନଙ୍କ ପାଇଁ ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ। Gade chapit la |
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।