ଯିଶାଇୟ 66:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହିଁରେ ତୁମ୍ଭେମାନେ ତାହାର ସାନ୍ତ୍ୱନାରୂପ ସ୍ତନ୍ୟପାନ କରି ତୃପ୍ତ ହେବ; ତୁମ୍ଭେମାନେ ଦୁଗ୍ଧ ଦୁହିଁ ତାହାର ଐଶ୍ୱର୍ଯ୍ୟର ବାହୁଲ୍ୟରେ ଆନନ୍ଦିତ ହେବ।” Gade chapit laପବିତ୍ର ବାଇବଲ (Re-edited) - (BSI)11 ତହିଁରେ ତୁମ୍ଭେମାନେ ତାହାର ସାନ୍ତ୍ଵନାରୂପ ସ୍ତନ୍ୟ ପାନ କରି ତୃପ୍ତ ହେବ; ତୁମ୍ଭେମାନେ ଦୁଗ୍ଧ ଦୁହିଁ ତାହାର ଐଶ୍ଚର୍ଯ୍ୟର ବାହୁଲ୍ୟରେ ଆନନ୍ଦିତ ହେବ। Gade chapit laଓଡିଆ ବାଇବେଲ11 ତହିଁରେ ତୁମ୍ଭେମାନେ ତାହାର ସାନ୍ତ୍ୱନାରୂପ ସ୍ତନ୍ୟ ପାନ କରି ତୃପ୍ତ ହେବ; ତୁମ୍ଭେମାନେ ଦୁଗ୍ଧ ଦୁହିଁ ତାହାର ଐଶ୍ୱର୍ଯ୍ୟର ବାହୁଲ୍ୟରେ ଆନନ୍ଦିତ ହେବ। Gade chapit laପବିତ୍ର ବାଇବଲ11 ତହିଁରେ ତୁମ୍ଭେମାନେ ତାହାର ଦୟାରୂପ ସ୍ତନ୍ୟପାନ କରି ତୃପ୍ତ ହେବ; ତୁମ୍ଭେମାନେ ତା'ର “ଦୁଗ୍ଧ” ଦୋହନ କରି ତାହାର ଐଶ୍ୱର୍ଯ୍ୟର ବାହୁଲ୍ୟରେ ଆନନ୍ଦିତ ହେବ। Gade chapit la |