ଯିଶାଇୟ 66:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଯେପରି ଜଣକୁ ତାହାର ମାତା ସାନ୍ତ୍ୱନା କରେ, ସେହିପରି ଆମ୍ଭେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରିବା ଓ ତୁମ୍ଭେମାନେ ଯିରୂଶାଲମରେ ସାନ୍ତ୍ୱନା ପାଇବ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଯେପରି ଜଣକୁ ତାହାର ମାତା ସାନ୍ତ୍ଵନା କରେ, ସେହିପରି ଆମ୍ଭେ ତୁମ୍ଭମାନଙ୍କୁ ସାନ୍ତ୍ଵନା କରିବା ଓ ତୁମ୍ଭେମାନେ ଯିରୂଶାଲମରେ ସାନ୍ତ୍ଵନା ପାଇବ। Gade chapit laଓଡିଆ ବାଇବେଲ13 ଯେପରି ଜଣକୁ ତାହାର ମାତା ସାନ୍ତ୍ୱନା କରେ, ସେହିପରି ଆମ୍ଭେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରିବା ଓ ତୁମ୍ଭେମାନେ ଯିରୂଶାଲମରେ ସାନ୍ତ୍ୱନା ପାଇବ।” Gade chapit laପବିତ୍ର ବାଇବଲ13 ମା’ ଯେପରି ତା'ର ସନ୍ତାନକୁ ସାନ୍ତ୍ୱନା ଦିଏ, ଆମ୍ଭେ ସେହିପରି ତୁମ୍ଭମାନଙ୍କୁ ସାନ୍ତ୍ୱନା ଦେବା ଓ ତୁମ୍ଭେମାନେ ଯିରୁଶାଲମରେ ସାନ୍ତ୍ୱନା ଲାଭ କରିବ।” Gade chapit la |