ଯିଶାଇୟ 66:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ତୁମ୍ଭେମାନେ ଏହା ଦେଖିବ ଓ ତୁମ୍ଭମାନଙ୍କର ହୃଦୟ ପ୍ରଫୁଲ୍ଲ ହେବ, ଆଉ ତୁମ୍ଭମାନଙ୍କର ଅସ୍ଥି ନବୀନ ତୃଣ ତୁଲ୍ୟ ସତେଜ ହେବ; ପୁଣି, ସଦାପ୍ରଭୁଙ୍କର ହସ୍ତ ତାହାଙ୍କ ଦାସମାନଙ୍କ ପକ୍ଷରେ ପ୍ରକାଶିତ ହେବ ଓ ସେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ କୋପାନ୍ୱିତ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)14 ପୁଣି, ତୁମ୍ଭେମାନେ ଏହା ଦେଖିବ ଓ ତୁମ୍ଭମାନଙ୍କର ହୃଦୟ ପ୍ରଫୁଲ୍ଲ ହେବ, ଆଉ ତୁମ୍ଭମାନଙ୍କର ଅସ୍ଥି ନବୀନ ତୃଣ ତୁଲ୍ୟ ସତେଜ ହେବ; ପୁଣି, ସଦାପ୍ରଭୁଙ୍କର ହସ୍ତ ତାହାଙ୍କ ଦାସମାନଙ୍କ ପକ୍ଷରେ ପ୍ରକାଶିତ ହେବ ଓ ସେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ କୋପାନ୍ଵିତ ହେବେ। Gade chapit laଓଡିଆ ବାଇବେଲ14 ପୁଣି, ତୁମ୍ଭେମାନେ ଏହା ଦେଖିବ ଓ ତୁମ୍ଭମାନଙ୍କର ହୃଦୟ ପ୍ରଫୁଲ୍ଲ ହେବ, ଆଉ ତୁମ୍ଭମାନଙ୍କର ଅସ୍ଥି ନବୀନ ତୃଣ ତୁଲ୍ୟ ସତେଜ ହେବ; ପୁଣି, ସଦାପ୍ରଭୁଙ୍କର ହସ୍ତ ତାହାଙ୍କ ଦାସମାନଙ୍କ ପକ୍ଷରେ ପ୍ରକାଶିତ ହେବ ଓ ସେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ କୋପାନ୍ୱିତ ହେବେ। Gade chapit laପବିତ୍ର ବାଇବଲ14 ପୁଣି ତୁମ୍ଭେମାନେ ଏହା ଦେଖିବ ଓ ତୁମ୍ଭମାନଙ୍କର ହୃଦୟ ଆନନ୍ଦିତ ହେବ। ଆଉ ତୁମ୍ଭମାନଙ୍କ ଅସ୍ଥି ନୂତନ ତୃଣ ସଦୃଶ ସତେଜ ହେବ। ସଦାପ୍ରଭୁଙ୍କର ହସ୍ତ ତାହାଙ୍କ ଦାସମାନଙ୍କ ଉପରେ ପ୍ରକାଶିତ ହେବ। ଆଉ ମଧ୍ୟ ସେ ନିଜ ଶତ୍ରୁମାନଙ୍କ ଉପରେ କୁପିତ ହେବେ। Gade chapit la |
କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ୱାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; “ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି।” ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ।
ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ‘ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ;’ ମାତ୍ର ସେମାନେ ଲଜ୍ଜିତ ହେବେ।