ଯିଶାଇୟ 66:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାରଣ ଦେଖ, ମହାତାପରେ ଆପଣାର କ୍ରୋଧ ଓ ପ୍ରଜ୍ୱଳିତ ଅଗ୍ନି ଦ୍ୱାରା ଆପଣା ଭର୍ତ୍ସନା ପ୍ରତିଦାନ କରିବା ପାଇଁ ସଦାପ୍ରଭୁ ଅଗ୍ନି ସହକାରେ ଆଗମନ କରିବେ ଓ ତାହାଙ୍କର ରଥସବୁ ଘୂର୍ଣ୍ଣିବାୟୁ ତୁଲ୍ୟ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)15 କାରଣ ଦେଖ, ମହାତାପରେ ଆପଣାର କ୍ରୋଧ ଓ ପ୍ରଜ୍ଵଳିତ ଅଗ୍ନି ଦ୍ଵାରା ଆପଣା ଭର୍ତ୍ସନା ପ୍ରତିଦାନ କରିବା ପାଇଁ ସଦାପ୍ରଭୁ ଅଗ୍ନି ସହକାରେ ଆଗମନ କରିବେ ଓ ତାହାଙ୍କର ରଥସବୁ ଘୂର୍ଣ୍ଣିବାୟୁ ତୁଲ୍ୟ ହେବ। Gade chapit laଓଡିଆ ବାଇବେଲ15 କାରଣ ଦେଖ, ମହାତାପରେ ଆପଣାର କ୍ରୋଧ ଓ ପ୍ରଜ୍ୱଳିତ ଅଗ୍ନି ଦ୍ୱାରା ଆପଣା ଭର୍ତ୍ସନା ପ୍ରତିଦାନ କରିବା ପାଇଁ ସଦାପ୍ରଭୁ ଅଗ୍ନି ସହକାରେ ଆଗମନ କରିବେ ଓ ତାହାଙ୍କର ରଥସବୁ ଘୂର୍ଣ୍ଣିବାୟୁ ତୁଲ୍ୟ ହେବ। Gade chapit laପବିତ୍ର ବାଇବଲ15 ଦେଖ, ସଦାପ୍ରଭୁ ଅତ୍ୟନ୍ତ କ୍ରୋଧରେ ପ୍ରଜ୍ୱଳିତ ଅଗ୍ନିଧରି ସେମାନଙ୍କୁ ଭର୍ତ୍ସନା କରିବାକୁ ଆଗମନ କରିବେ। ସେ ଅଗ୍ନି ସଦୃଶ ଓ ତାଙ୍କର ରଥସବୁ ଘୂର୍ଣ୍ଣିବାୟୁ ତୁଲ୍ୟ ହେବ। Gade chapit la |
ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।