Biblia Todo Logo
Bib sou entènèt

- Piblisite -




ଯିଶାଇୟ 66:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସଦାପ୍ରଭୁ କହନ୍ତି, ଯେଉଁମାନେ ମଧ୍ୟବର୍ତ୍ତୀ ଏକ ଜଣର ପଶ୍ଚାତ୍‍ ଉଦ୍ୟାନକୁ ଯିବା ପାଇଁ ଆପଣାମାନଙ୍କୁ ପବିତ୍ର ଓ ଶୁଚି କରନ୍ତି, ଶୂକର ମାଂସ ଓ ଘୃଣ୍ୟ ଦ୍ରବ୍ୟ ଓ ମୂଷା ଖାଆନ୍ତି, ସେମାନେ ଏକତ୍ର ବିନଷ୍ଟ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ସଦାପ୍ରଭୁ କହନ୍ତି, ଯେଉଁମାନେ ମଧ୍ୟବର୍ତ୍ତୀ ଏକ ଜଣର ପଶ୍ଚାତ୍ ଉଦ୍ୟାନକୁ ଯିବା ପାଇଁ ଆପଣାମାନଙ୍କୁ ପବିତ୍ର ଓ ଶୁଚି କରନ୍ତି, ଶୂକର ମାଂସ ଓ ଘୃଣ୍ୟ ଦ୍ରବ୍ୟ ଓ ମୂଷା ଖାଆନ୍ତି, ସେମାନେ ଏକତ୍ର ବିନଷ୍ଟ ହେବେ।

Gade chapit la Kopi

ଓଡିଆ ବାଇବେଲ

17 ସଦାପ୍ରଭୁ କହନ୍ତି, “ଯେଉଁମାନେ ମଧ୍ୟବର୍ତ୍ତୀ ଏକ ଜଣର ପଶ୍ଚାତ୍‍ ଉଦ୍ୟାନକୁ ଯିବା ପାଇଁ ଆପଣାମାନଙ୍କୁ ପବିତ୍ର ଓ ଶୁଚି କରନ୍ତି, ଶୂକର ମାଂସ ଓ ଘୃଣ୍ୟ ଦ୍ରବ୍ୟ ଓ ମୂଷା ଖାଆନ୍ତି, ସେମାନେ ଏକତ୍ର ବିନଷ୍ଟ ହେବେ।”

Gade chapit la Kopi

ପବିତ୍ର ବାଇବଲ

17 ସଦାପ୍ରଭୁ ପୁଣି କୁହନ୍ତି, “ଯେଉଁମାନେ ଅନ୍ୟକୁ ଅନୁସରଣ କରି ଉଦ୍ୟାନକୁ ଯିବା ପାଇଁ ନିଜକୁ ପବିତ୍ର ଓ ଶୁଚି କରନ୍ତି ଓ ଶୂକର ମାଂସ, ଘୃଣ୍ୟଦ୍ରବ୍ୟ ଓ ମୂଷା ଖାଆନ୍ତି, ସେମାନେ ସମସ୍ତେ ଏକତ୍ର ବିନଷ୍ଟ ହେବେ।”

Gade chapit la Kopi




ଯିଶାଇୟ 66:17
8 Referans Kwoze  

ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ୱଳିବ ଓ କେହି ତାହା ଲିଭାଇବ ନାହିଁ।


ସେତେବେଳେ ମୁଁ କହିଲି, “ଆହା, ପ୍ରଭୋ ସଦାପ୍ରଭୋ! ଦେଖ, ମୋର ପ୍ରାଣ ଅଶୁଚି ହୋଇ ନାହିଁ, ମୁଁ ବାଲ୍ୟକାଳରୁ ଆଜି ପର୍ଯ୍ୟନ୍ତ ସ୍ୱୟଂମୃତ କିଅବା ପଶୁ ଦ୍ୱାରା ବିଦୀର୍ଣ୍ଣ କିଛି ହିଁ ଭୋଜନ କରି ନାହିଁ; ଅଥବା ଘୃଣାଯୋଗ୍ୟ ମାଂସ ମୋʼ ମୁଖରେ ପ୍ରବେଶ କରି ନାହିଁ!”


ଆଉ, ଭୂଚର ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏହିସବୁ ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବେ; ଖୋଲେଦ (ଗୋଧି) ଓ ମୂଷା; ପୁଣି, ଆପଣା ଆପଣା ଜାତି ଅନୁସାରେ ବଡ଼ ଏଣ୍ଡୁଅ;


ଦେଖ, ଦେଶ ଧ୍ୱଂସ କରିବାକୁ ଓ ତହିଁ ମଧ୍ୟରୁ ପାପୀମାନଙ୍କୁ ବିନାଶ କରିବାକୁ ସଦାପ୍ରଭୁଙ୍କର ଦିନ ଭୟଙ୍କର; କ୍ରୋଧ ଓ ପ୍ରଚଣ୍ଡ କ୍ରୋଧ ସଂଯୁକ୍ତ ହୋଇ ଆସୁଅଛି।


Swiv nou:

Piblisite


Piblisite