ଯିଶାଇୟ 66:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କାରଣ ଆମ୍ଭେ ସେମାନଙ୍କର କ୍ରିୟା ଓ କଳ୍ପନାସବୁ ଜାଣୁ; ସର୍ବଦେଶୀୟ ଓ ଭାଷାବାଦୀ ଲୋକଙ୍କୁ ଆମ୍ଭର ସଂଗ୍ରହ କରିବାର ସମୟ ଆସୁଅଛି ଓ ସେମାନେ ଆସି ଆମ୍ଭର ମହିମା ଦେଖିବେ। Gade chapit laପବିତ୍ର ବାଇବଲ (Re-edited) - (BSI)18 କାରଣ ଆମ୍ଭେ ସେମାନଙ୍କର କ୍ରିୟା ଓ କଳ୍ପନାସବୁ ଜାଣୁ; ସର୍ବଦେଶୀୟ ଓ ଭାଷାବାଦୀ ଲୋକଙ୍କୁ ଆମ୍ଭର ସଂଗ୍ରହ କରିବାର ସମୟ ଆସୁଅଛି ଓ ସେମାନେ ଆସି ଆମ୍ଭର ମହିମା ଦେଖିବେ। Gade chapit laଓଡିଆ ବାଇବେଲ18 “କାରଣ ଆମ୍ଭେ ସେମାନଙ୍କର କ୍ରିୟା ଓ କଳ୍ପନାସବୁ ଜାଣୁ; ସର୍ବଦେଶୀୟ ଓ ଭାଷାବାଦୀ ଲୋକଙ୍କୁ ଆମ୍ଭର ସଂଗ୍ରହ କରିବାର ସମୟ ଆସୁଅଛି ଓ ସେମାନେ ଆସି ଆମ୍ଭର ମହିମା ଦେଖିବେ। Gade chapit laପବିତ୍ର ବାଇବଲ18 “କାରଣ ଆମ୍ଭେ ସେମାନଙ୍କର କାର୍ଯ୍ୟ ଓ ଶିକ୍ଷାପ୍ରଣାଳୀ ଜାଣୁ, ସର୍ବଦେଶୀୟ ଓ ଭାଷାବାଦି ଲୋକଙ୍କୁ ଆମ୍ଭର ସଂଗ୍ରହ କରିବାର ସମୟ ଆସୁଅଛି ଓ ସେମାନେ ଆସି ଆମ୍ଭର ମହିମା ଦେଖିବେ। Gade chapit la |
ତହିଁରେ ଯେତେବେଳେ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ, ସେତେବେଳେ ଏହି ଗୀତ ସାକ୍ଷୀ ସ୍ୱରୂପ ହୋଇ ସେମାନଙ୍କ ସମ୍ମୁଖରେ ସାକ୍ଷ୍ୟ ଦେବ; ଯେହେତୁ ସେମାନଙ୍କ ବଂଶର ମୁଖରୁ ଏହି ଗୀତ ବିସ୍ମୃତ ହେବ ନାହିଁ; ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ସେମାନଙ୍କୁ ଆଣିବା ପୂର୍ବେ ଏବେ ମଧ୍ୟ ସେମାନେ ଯେଉଁ କଳ୍ପନା କରୁଅଛନ୍ତି, ତାହା ଆମ୍ଭେ ଜାଣୁ।”