Biblia Todo Logo
Bib sou entènèt

- Piblisite -




ଯିଶାଇୟ 66:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା, ଏହା ସଦାପ୍ରଭୁ କହନ୍ତି; ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍‍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା, ଏହା ସଦାପ୍ରଭୁ କହନ୍ତି; ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍, ଯେଉଁ ଲୋକ ଦୁଃଖୀ ଓ ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।

Gade chapit la Kopi

ଓଡିଆ ବାଇବେଲ

2 କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା,” ଏହା ସଦାପ୍ରଭୁ କହନ୍ତି; “ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍‍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।

Gade chapit la Kopi

ପବିତ୍ର ବାଇବଲ

2 ପୁଣି ସଦାପ୍ରଭୁ କୁହନ୍ତି ଆମ୍ଭେ ସମସ୍ତ ପଦାର୍ଥ ନିର୍ମାଣ କରିଅଛୁ। ତେଣୁ ଏ ସମସ୍ତର ଅଧିକାରୀ ଆମ୍ଭେ ଅଟୁ।” ମାତ୍ର “ଯେଉଁମାନେ ଦୁଃଖୀ ଓ ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ ଥରହର ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟି ଦେବା।

Gade chapit la Kopi




ଯିଶାଇୟ 66:2
35 Referans Kwoze  

କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଊର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।


ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି।


ଭଗ୍ନ ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ୱର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ।


ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ଉପସ୍ଥିତିରେ କଲା ପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅନୁପସ୍ଥିତିରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର,


ଯେଉଁ ଲୋକ ସବୁବେଳେ କୁକର୍ମ କରିବାକୁ ଭୟ ରଖେ, ସେ ଧନ୍ୟ; ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ।


ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; ମାତ୍ର ସେ ଗର୍ବୀକୁ ଦୂରରୁ ଚିହ୍ନନ୍ତି।


ତୁମ୍ଭ ଭୟ ସକାଶୁ ମୋʼ ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ। ଅଇନ୍‍।


ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ‘ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ;’ ମାତ୍ର ସେମାନେ ଲଜ୍ଜିତ ହେବେ।


ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;


ଏହେତୁ ଆମ୍ଭେମାନେ ଏବେ ଆମ୍ଭ ପ୍ରଭୁଙ୍କର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାରେ କମ୍ପିତ ଲୋକମାନଙ୍କର ମନ୍ତ୍ରଣାନୁସାରେ ଏହି ସକଳ ଭାର୍ଯ୍ୟା ଓ ଏମାନଙ୍କଠାରୁ ଜାତ ସମସ୍ତଙ୍କୁ ଦୂର କରିଦେବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସହିତ ନିୟମ କରୁ; ଆଉ, ଏହା ବ୍ୟବସ୍ଥାନୁସାରେ କରାଯାଉ।


ମୁଁ ଶୁଣିଲି ଓ ମୋʼ ଉଦର କମ୍ପିଲା, ସେହି ରବରେ ମୋର ଓଷ୍ଠାଧର ଥରଥର ହେଲା; ମୋʼ ଅସ୍ଥିସକଳରେ ପଚାଭାବ ପ୍ରବେଶ କଲା ଓ ମୁଁ ସ୍ୱ ସ୍ଥାନରେ କମ୍ପିତ ହେଲି; ତହିଁରେ ଯେଉଁମାନେ ସୈନ୍ୟଦଳ ଘେନି ତାହାକୁ ଆକ୍ରମଣ କରିବାକୁ ଆସିବେ, ସେହି ଲୋକମାନଙ୍କ ବିରୁଦ୍ଧରେ ଯେତେବେଳେ ଦିନ ଆସିବ, ସେତେବେଳେ ସେହି ସଙ୍କଟ ଦିନରେ ମୋତେ ବିଶ୍ରାମ କରିବାକୁ ହେବ।


ଅଧିପତିମାନେ ଅକାରଣରେ ମୋତେ ତାଡ଼ନା କରିଅଛନ୍ତି; ମାତ୍ର ମୋହର ମନ ତୁମ୍ଭ ବାକ୍ୟରେ ଭୀତ ଥାଏ।


ସେତେବେଳେ ନିର୍ବାସିତ ଲୋକମାନଙ୍କ ଅପରାଧ ହେତୁରୁ ଇସ୍ରାଏଲର ପରମେଶ୍ୱରଙ୍କ ବାକ୍ୟରେ କମ୍ପିତ ପ୍ରତ୍ୟେକ ଲୋକ ମୋର ନିକଟରେ ଏକତ୍ରିତ ହେଲେ; ପୁଣି, ମୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟ ପର୍ଯ୍ୟନ୍ତ ବିସ୍ମିତ ହୋଇ ବସିଲି।


ଊର୍ଦ୍ଧ୍ୱଦୃଷ୍ଟି କରି ଦେଖ, ଏହି ସମସ୍ତଙ୍କୁ କିଏ ସୃଷ୍ଟି କରିଅଛନ୍ତି? ସେ ସୈନ୍ୟସମୂହର ନ୍ୟାୟ ସଂଖ୍ୟାନୁସାରେ ସେମାନଙ୍କୁ ବାହାର କରି ଆଣନ୍ତି; ସେ, ସମସ୍ତର ନାମ ଧରି ସେମାନଙ୍କୁ ଡାକନ୍ତି; ତାହାଙ୍କ ପରାକ୍ରମର ମାହାତ୍ମ୍ୟ ଦ୍ୱାରା ଓ ସେ ଶକ୍ତିରେ ପ୍ରବଳ ହେବା ସକାଶୁ ସେମାନଙ୍କର ଗୋଟିଏ ହେଁ ଅନୁପସ୍ଥିତ ହୁଏ ନାହିଁ।


ସମସ୍ତ ବିଷୟ ସୃଷ୍ଟ ହେବା ପୂର୍ବରୁ ସେ ଅଛନ୍ତି ଓ ତାହାଙ୍କଠାରେ ସମସ୍ତ ବିଷୟର ଅସ୍ତିତ୍ୱ ଅଛି।


“କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କଅଣ କରିବାକୁ ହେବ, ତାହା କୁହାଯିବ।”


ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ମନ୍ଦିର ଅପେକ୍ଷା ମହତ ବିଷୟ ଏଠାରେ ଅଛି।


ଆମ୍ଭର ହସ୍ତ କଅଣ ଏହି ସମସ୍ତ ବିଷୟ ସୃଷ୍ଟି କରି ନାହିଁ?’


ମନୁଷ୍ୟର ଅହଙ୍କାର ତାହାକୁ ନତ କରିବ; ମାତ୍ର ଯାହାର ଆତ୍ମା ବିନତ, ସେ ସମ୍ମାନ ପାଇବ।


ଆମ୍ଭେ ସିଂହ ତୁଲ୍ୟ ଗର୍ଜ୍ଜନ କଲେ, ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍‍ଗମନ କରିବେ, ଆଉ ଆମ୍ଭେ ଗର୍ଜ୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ।


ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇ ଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ୱରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି?


ଆହାବ ଆମ୍ଭ ସାକ୍ଷାତରେ କିପରି ଆପଣାକୁ ନମ୍ର କରୁଅଛି, “ଏହା କି ତୁମ୍ଭେ ଦେଖୁଅଛ? ସେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବା ହେତୁ ଆମ୍ଭେ ତାହାର ସମୟରେ ସେହି ଅମଙ୍ଗଳ ଘଟାଇବା ନାହିଁ; ମାତ୍ର ତାହାର ପୁତ୍ରର ସମୟରେ ତାହାର ବଂଶ ପ୍ରତି ଏହି ଅମଙ୍ଗଳ ଘଟାଇବା।”


ଆହୁରି ଶାଫନ୍‍ ଲେଖକ ରାଜାଙ୍କୁ ଜଣାଇ କହିଲା, “ହିଲ୍‍କୀୟ ଯାଜକ ଆମ୍ଭକୁ ଏହି ପୁସ୍ତକ ଦେଇଅଛନ୍ତି ଓ ଶାଫନ୍‍ ତାହା ରାଜାଙ୍କ ସାକ୍ଷାତରେ ପାଠ କଲା।”


ଏଥିରେ ରାଜା ସେହି ବ୍ୟବସ୍ଥା-ପୁସ୍ତକରୁ ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ।


ତେବେ ତୁମ୍ଭେ ଧର୍ମବଳି, ହୋମବଳି ଓ ପୂର୍ଣ୍ଣ ଆହୁତିରେ ସନ୍ତୁଷ୍ଟ ହେବ; ତହୁଁ ଲୋକମାନେ ତୁମ୍ଭ ବେଦି ଉପରେ ବୃଷମାନ ଉତ୍ସର୍ଗ କରିବେ।


ତହିଁରେ ସଦାପ୍ରଭୁଙ୍କ ହସ୍ତ ଏହି କାର୍ଯ୍ୟ କରିଅଛି ଓ ଇସ୍ରାଏଲର ଧର୍ମସ୍ୱରୂପ ଏହା ସୃଷ୍ଟି କରିଅଛନ୍ତି ବୋଲି ଲୋକମାନେ ଏକତ୍ର ଦେଖିବେ ଓ ବିବେଚନା କରି ବୁଝିବେ।


Swiv nou:

Piblisite


Piblisite