ଯିଶାଇୟ 66:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କାରଣ ଆମ୍ଭେ ଯେଉଁ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ସେହିପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାୟୀ ହେବ, ଏହା ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)22 କାରଣ ଆମ୍ଭେ ଯେଉଁ ନୂତନ ଆକାଶମଣ୍ତଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ସେପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାୟୀ ହେବ, ଏହା ସଦାପ୍ରଭୁ କହନ୍ତି। Gade chapit laଓଡିଆ ବାଇବେଲ22 “କାରଣ ଆମ୍ଭେ ଯେଉଁ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ସେହିପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାୟୀ ହେବ,” ଏହା ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ22 “କାରଣ ଆମ୍ଭେ ଯେଉଁ ନୂତନ ସ୍ୱର୍ଗମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ସେହିପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାୟୀ ହେବ, ଏହା ସଦାପ୍ରଭୁ କୁହନ୍ତି। Gade chapit la |