Biblia Todo Logo
Bib sou entènèt

- Piblisite -




ଯିଶାଇୟ 66:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏପ୍ରକାର କଥା କିଏ ଶୁଣିଅଛି? ଏପ୍ରକାର କଥା କିଏ ଦେଖିଅଛି? ଏକ ଦିନରେ କି କୌଣସି ଦେଶର ଜନ୍ମ ହେବ? କୌଣସି ଗୋଷ୍ଠୀୟ ଲୋକେ କି ଏକାବେଳେ ଜନ୍ମ ହେବେ? ସିୟୋନ ଗର୍ଭବେଦନା ପାଇବା ମାତ୍ରେ, ସେ ଆପଣା ସନ୍ତାନଗଣକୁ ପ୍ରସବ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏପ୍ରକାର କଥା କିଏ ଶୁଣିଅଛି? ଏପ୍ରକାର କଥା କିଏ ଦେଖିଅଛି? ଏକ ଦିନରେ କି କୌଣସି ଦେଶର ଜନ୍ମ ହେବ? କୌଣସି ଗୋଷ୍ଠୀୟ ଲୋକେ କି ଏକାବେଳେ ଜନ୍ମ ହେବେ? ସିୟୋନ ଗର୍ଭବେଦନା ପାଇବା ମାତ୍ରେ, ସେ ଆପଣା ସନ୍ତାନଗଣକୁ ପ୍ରସବ କଲା।

Gade chapit la Kopi

ଓଡିଆ ବାଇବେଲ

8 ଏପ୍ରକାର କଥା କିଏ ଶୁଣିଅଛି ? ଏପ୍ରକାର କଥା କିଏ ଦେଖିଅଛି ? ଏକ ଦିନରେ କି କୌଣସି ଦେଶର ଜନ୍ମ ହେବ ? କୌଣସି ଗୋଷ୍ଠୀୟ ଲୋକେ କି ଏକାବେଳେ ଜନ୍ମ ହେବେ ? ସିୟୋନ ଗର୍ଭବେଦନା ପାଇବା ମାତ୍ରେ, ସେ ଆପଣା ସନ୍ତାନଗଣକୁ ପ୍ରସବ କଲା।”

Gade chapit la Kopi




ଯିଶାଇୟ 66:8
8 Referans Kwoze  

କାରଣ ଯେ ଆପଣା ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ବିଷୟ ଶୁଣି ନାହାନ୍ତି, ଅଥବା କର୍ଣ୍ଣ ଜ୍ଞାତ ହୋଇ ନାହିଁ, କିଅବା ଚକ୍ଷୁ ଦେଖି ନାହିଁ।


କିନ୍ତୁ ଯେପରି ଲେଖାଅଛି, “ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେ ସମସ୍ତ ବିଷୟ ଈଶ୍ବର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି।”


ସେମାନେ ତାହା ଶୁଣି ଈଶ୍ବରଙ୍କ ମହିମା ଗୁଣାନୁବାଦ କରିବାକୁ ଲାଗିଲେ, ପୁଣି, ତାହାଙ୍କୁ କହିଲେ, ହେ ଭାଇ, ଯିହୁଦୀମାନଙ୍କ ମଧ୍ୟରେ ଯେ କେତେ ସହସ୍ର ବିଶ୍ୱାସ କରିଅଛନ୍ତି, ଏହା ତୁମ୍ଭେ ଦେଖୁଅଛ, ସେ ସମସ୍ତେ ମୋଶାଙ୍କ ବ୍ୟବସ୍ଥା ପକ୍ଷରେ ଉଦ୍‌ଯୋଗୀ।


ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ।


ତଥାପି ବାକ୍ୟ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକେ ବିଶ୍ୱାସ କଲେ, ଆଉ ପୁରୁଷମାନଙ୍କର ସଂଖ୍ୟା ପ୍ରାୟ ପାଞ୍ଚ ହଜାର ହେଲା।


ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଏବେ ନାନା ଦେଶୀୟମାନଙ୍କ ମଧ୍ୟରେ ପଚାର, ଏପରି କଥା କିଏ ଶୁଣିଅଛି; ଇସ୍ରାଏଲର ଅନୂଢ଼ା କନ୍ୟା ଅତ୍ୟନ୍ତ ରୋମାଞ୍ଚଜନକ କାର୍ଯ୍ୟ କରିଅଛି।


Swiv nou:

Piblisite


Piblisite