ଯିଶାଇୟ 66:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସଦାପ୍ରଭୁ କହନ୍ତି, ଆମ୍ଭେ ପ୍ରସବକାଳ ଉପସ୍ଥିତ କରି କି ପ୍ରସବ କରାଇବା ନାହିଁ? ତୁମ୍ଭର ପରମେଶ୍ୱର କହନ୍ତି, ପ୍ରସବ କରାଉ ଯେ ଆମ୍ଭେ, ଆମ୍ଭେ କି ଗର୍ଭରୋଧ କରିବା? Gade chapit laପବିତ୍ର ବାଇବଲ (Re-edited) - (BSI)9 ସଦାପ୍ରଭୁ କହନ୍ତି, ଆମ୍ଭେ ପ୍ରସବକାଳ ଉପସ୍ଥିତ କରି କି ପ୍ରସବ କରାଇବା ନାହିଁ? ତୁମ୍ଭର ପରମେଶ୍ଵର କହନ୍ତି, ପ୍ରସବ କରାଉ ଯେ ଆମ୍ଭେ, ଆମ୍ଭେ କି ଗର୍ଭ ରୋଧ କରିବା? Gade chapit laଓଡିଆ ବାଇବେଲ9 ସଦାପ୍ରଭୁ କହନ୍ତି, “ଆମ୍ଭେ ପ୍ରସବ କାଳ ଉପସ୍ଥିତ କରି କି ପ୍ରସବ କରାଇବା ନାହିଁ ?” ତୁମ୍ଭର ପରମେଶ୍ୱର କହନ୍ତି, “ପ୍ରସବ କରାଉ ଯେ ଆମ୍ଭେ, ଆମ୍ଭେ କି ଗର୍ଭ ରୋଧ କରିବା ?” Gade chapit laପବିତ୍ର ବାଇବଲ9 ସଦାପ୍ରଭୁ କୁହନ୍ତି, ଆମ୍ଭେ କ’ଣ ପ୍ରସବ କାଳ ଉପସ୍ଥିତ କରାଇ ପ୍ରସବ କରାଇବା ନାହିଁ?” ପୁଣି ତୁମ୍ଭର ପରମେଶ୍ୱର କୁହନ୍ତି, “ଆମ୍ଭେ ପ୍ରସବ କରାଉଥିବା ବ୍ୟକ୍ତି, କ’ଣ ଗର୍ଭରୋଧ କରି ପାରିବା?” Gade chapit la |