ଯିଶାଇୟ 7:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମାତ୍ର ଆହସ୍ କହିଲା, “ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)12 ମାତ୍ର ଆହସ କହିଲା, ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ। Gade chapit laଓଡିଆ ବାଇବେଲ12 ମାତ୍ର ଆହସ୍ କହିଲା, “ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ।” Gade chapit laପବିତ୍ର ବାଇବଲ12 ମାତ୍ର ଆହସ କହିଲେ, “ମୁଁ ପ୍ରମାଣ ସ୍ୱରୂପ ଚିହ୍ନ ମାଗିବି ନାହିଁ। କାରଣ ମୁଁ ସଦାପ୍ରଭୁଙ୍କୁ ପରୀକ୍ଷା କରିବାକୁ ଗ୍ଭହେଁ ନାହିଁ।” Gade chapit la |
ଆହୁରି ଆହସ୍ ରାଜା ଊରୀୟ ଯାଜକକୁ ଆଜ୍ଞା ଦେଇ କହିଲେ, “ପ୍ରଭାତୀୟ ହୋମବଳି ଓ ସାୟଂକାଳୀନ ଭକ୍ଷ୍ୟ ନୈବେଦ୍ୟ ଓ ରାଜାଙ୍କର ହୋମବଳି ଓ ତାଙ୍କର ଭକ୍ଷ୍ୟ ନୈବେଦ୍ୟ, ପୁଣି ଦେଶସ୍ଥ ସମଗ୍ର ଲୋକଙ୍କ ହୋମବଳି ଓ ସେମାନଙ୍କର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ବଡ଼ ଯଜ୍ଞବେଦି ଉପରେ ଦଗ୍ଧ କର ଓ ତହିଁ ଉପରେ ହୋମବଳିର ସବୁ ରକ୍ତ ଓ ବଳିଦାନର ସବୁ ରକ୍ତ ଛିଞ୍ଚି ଦିଅ; ମାତ୍ର ପ୍ରଶ୍ନକରଣାର୍ଥେ ପିତ୍ତଳ ଯଜ୍ଞବେଦି ମୋʼ ପାଇଁ ରହିବ।”