ଯିଶାଇୟ 8:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ଖଣ୍ଡ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍-ବସ୍ (ଲୁଟିତ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି)” Gade chapit laପବିତ୍ର ବାଇବଲ (Re-edited) - (BSI)1 ପୁଣି, ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଏକ ଖଣ୍ତ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍-ବସ୍ (ଲୁଟ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି); Gade chapit laଓଡିଆ ବାଇବେଲ1 ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ଖଣ୍ଡ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍-ବସ୍ (ଲୁଟିତ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି) Gade chapit laପବିତ୍ର ବାଇବଲ1 ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ବୃହତ ଫଳକ ନେଇ ଏକ ସ୍ୱତନ୍ତ୍ର ଲେଖନୀ ସାହାଯ୍ୟରେ ତା'ଉପରେ ଏହି କଥାସବୁ ଲେଖ। ତାହା ହେଉଛି, ‘ମହେର-ଶାଲଲ-ହାଶ୍-ବସ୍।’ ଏହାର ଅର୍ଥ ହେଉଛି, ‘ଖୁବ୍ ଶୀଘ୍ର ଲୁଣ୍ଠନ ଓ ଗ୍ଭେରି ହେବ।’” Gade chapit la |