Biblia Todo Logo
Bib sou entènèt

- Piblisite -




ଯିଶାଇୟ 8:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏହି ଲୋକମାନେ ଯେଉଁସବୁ ବିଷୟକୁ ଚକ୍ରାନ୍ତ ବୋଲି କହିବେ; “ତୁମ୍ଭେମାନେ ସେହି ସବୁକୁ ଚକ୍ରାନ୍ତ ବୋଲି କୁହ ନାହିଁ; କିଅବା ସେମାନଙ୍କର ଭୟ ବିଷୟକୁ ତୁମ୍ଭେମାନେ ଭୟ କର ନାହିଁ, ଅବା ତହିଁ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏହି ଲୋକମାନେ ଯେଉଁସବୁ ବିଷୟକୁ ଚକ୍ରା; ବୋଲି କହିବେ; ତୁମ୍ଭେମାନେ ସେସବୁକୁ ଚକ୍ରା; ବୋଲି କୁହ ନାହିଁ; କିଅବା ସେମାନଙ୍କର ଭୟ ବିଷୟକୁ ତୁମ୍ଭେମାନେ ଭୟ କର ନାହିଁ, ଅବା ତହିଁ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ।

Gade chapit la Kopi

ଓଡିଆ ବାଇବେଲ

12 ଏହି ଲୋକମାନେ ଯେଉଁ ସବୁ ବିଷୟକୁ ଚକ୍ରାନ୍ତ ବୋଲି କହିବେ; ତୁମ୍ଭେମାନେ ସେହି ସବୁକୁ ଚକ୍ରାନ୍ତ ବୋଲି କୁହ ନାହିଁ; କିଅବା ସେମାନଙ୍କର ଭୟ ବିଷୟକୁ ତୁମ୍ଭେମାନେ ଭୟ କର ନାହିଁ, ଅବା ତହିଁ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ

12 “ପ୍ରତ୍ୟେକ ଲୋକ କହୁଛନ୍ତି ଯେ ଅନ୍ୟ ଲୋକମାନେ ତାଙ୍କ ବିରୁଦ୍ଧରେ ମନ୍ତ୍ରଣା କରୁଛନ୍ତି। ତୁମ୍ଭେ ସେ ସବୁକୁ ବିଶ୍ୱାସ କର ନାହିଁ। ଅନ୍ୟ ଲୋକମାନେ ଭୟଭୀତ ହେଲାପରି ତୁମ୍ଭେ ଭୟଭୀତ ହୁଅ ନାହିଁ। ସେ ସବୁକୁ ତୁମ୍ଭେ ଆଦୌ ଭୟ କର ନାହିଁ।”

Gade chapit la Kopi




ଯିଶାଇୟ 8:12
13 Referans Kwoze  

ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧ ଓ ବିପ୍ଳବ ବିଷୟ ଶୁଣିବ, ସେତେବେଳେ ଭୟ କର ନାହିଁ; କାରଣ ଏହି ସମସ୍ତ ଅବଶ୍ୟ ପ୍ରଥମରେ ଘଟିବ, କିନ୍ତୁ ସଙ୍ଗେ ସଙ୍ଗେ ଯୁଗ ଶେଷ ହେବ ନାହିଁ।”


ଭୟ ନ ଥିବା ସ୍ଥାନରେ ସେମାନେ ବଡ଼ ଭୟ ପାଇଥିଲେ; କାରଣ ପରମେଶ୍ୱର ତୁମ୍ଭ ବିରୁଦ୍ଧରେ ଅଧର୍ମାଚାରୀର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇଅଛନ୍ତି; ପରମେଶ୍ୱର ସେମାନଙ୍କୁ ଅଗ୍ରାହ୍ୟ କରିବାରୁ ତୁମ୍ଭେ ସେମାନଙ୍କୁ ଲଜ୍ଜା ଦେଇଅଛ।


ସଦାପ୍ରଭୁ କହନ୍ତି, “ଯେଉଁ ବିଦ୍ରୋହୀ ସନ୍ତାନଗଣ ମନ୍ତ୍ରଣା କରନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ପୁଣି, ଯେଉଁମାନେ ପାପ ଉପରେ ପାପ କରିବା ନିମନ୍ତେ ଆଚ୍ଛାଦନରେ ଆଚ୍ଛାଦନ କରନ୍ତି, ମାତ୍ର ଆମ୍ଭ ଆତ୍ମାଙ୍କ ଦ୍ୱାରା ନୁହେଁ, ସେମାନେ ସନ୍ତାପର ପାତ୍ର!


ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”


ତହିଁରେ ଯିହୋଶୂୟ ଓ ତାଙ୍କ ସହିତ ସମସ୍ତ ଯୋଦ୍ଧା ଓ ମହାବିକ୍ରମଶାଳୀ ସମସ୍ତ ଲୋକ ଗିଲ୍‍ଗଲ୍‍ରୁ ଯାତ୍ରା କଲେ।


ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ତୁମ୍ଭେମାନେ ଭୟ କରିବ; ଆଉ ସେ ତୁମ୍ଭମାନଙ୍କର ସମସ୍ତ ଶତ୍ରୁଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।”


Swiv nou:

Piblisite


Piblisite