ଯିଶାଇୟ 8:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଦେଖ, ମୁଁ ଓ ସଦାପ୍ରଭୁଙ୍କ ଦ୍ୱାରା ମୋତେ ଦତ୍ତ ସନ୍ତାନଗଣ ସିୟୋନ ପର୍ବତ ନିବାସୀ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଇସ୍ରାଏଲ ମଧ୍ୟରେ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ଅଟୁ। Gade chapit laପବିତ୍ର ବାଇବଲ (Re-edited) - (BSI)18 ଦେଖ, ମୁଁ ଓ ସଦାପ୍ରଭୁଙ୍କ ଦ୍ଵାରା ମୋତେ ଦତ୍ତ ସନ୍ତାନଗଣ ସିୟୋନ ପର୍ବତନିବାସୀ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଇସ୍ରାଏଲ ମଧ୍ୟରେ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ଵରୂପ ଅଟୁ। Gade chapit laଓଡିଆ ବାଇବେଲ18 ଦେଖ, ମୁଁ ଓ ସଦାପ୍ରଭୁଙ୍କ ଦ୍ୱାରା ମୋତେ ଦତ୍ତ ସନ୍ତାନଗଣ ସିୟୋନ ପର୍ବତନିବାସୀ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଇସ୍ରାଏଲ ମଧ୍ୟରେ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ଅଟୁ। Gade chapit laପବିତ୍ର ବାଇବଲ18 “ଇସ୍ରାଏଲର ଲୋକମାନଙ୍କ ପାଇଁ ମୁଁ ଓ ମୋର ପିଲାମାନେ ସଙ୍କେତ ଓ ପ୍ରମାଣ। କାରଣ ସିୟୋନ ପର୍ବତ ଉପରେ ବାସ କରୁଥିବା ସଦାପ୍ରଭୁ ସର୍ବଶକ୍ତିମାନଙ୍କ ଦ୍ୱାରା ଆମ୍ଭେମାନେ ପ୍ରେରିତ ହୋଇଅଛୁ।’ Gade chapit la |