Biblia Todo Logo
Bib sou entènèt

- Piblisite -




ଯିଶାଇୟ 8:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ, ମୁଁ ପ୍ରମାଣର ନିମନ୍ତେ ଊରୀୟ ଯାଜକ ଓ ଯିବୋରିଖୀୟର ପୁତ୍ର ଜିଖରୀୟକୁ ଆପଣାର ବିଶ୍ୱସ୍ତ ସାକ୍ଷୀ କରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆଉ, ମୁଁ ପ୍ରମାଣର ନିମନ୍ତେ ଉରୀୟ ଯାଜକ ଓ ଯିବୋରିଖୀୟର ପୁତ୍ର ସଖରିଅକୁ ଆପଣାର ବିଶ୍ଵସ୍ତ ସାକ୍ଷୀ କରିବି।

Gade chapit la Kopi

ଓଡିଆ ବାଇବେଲ

2 ଆଉ, ମୁଁ ପ୍ରମାଣର ନିମନ୍ତେ ଊରୀୟ ଯାଜକ ଓ ଯିବୋରିଖୀୟର ପୁତ୍ର ଜିଖରୀୟକୁ ଆପଣାର ବିଶ୍ୱସ୍ତ ସାକ୍ଷୀ କରିବି।

Gade chapit la Kopi

ପବିତ୍ର ବାଇବଲ

2 ବିଶ୍ୱସ୍ତ ସାକ୍ଷୀ ହେବାକୁ ମୁଁ କେତେକ ଲୋକ ସଂଗ୍ରହ କଲି। ସେହି ବିଶ୍ୱସ୍ତ ସାକ୍ଷୀ ହେବେ ଉରିୟ ଯାଜକ ଓ ଯିବୋରିଖିୟର ପୁତ୍ର ସଖରିଅ। ଏହି ଲୋକମାନେ ସେହି ବାକ୍ୟ ଲେଖିବାକୁ ଲକ୍ଷ୍ୟ କଲେ।

Gade chapit la Kopi




ଯିଶାଇୟ 8:2
8 Referans Kwoze  

ଏହି ତୃତୀୟ ଥର ମୁଁ ତୁମ୍ଭମାନଙ୍କ ନିକଟକୁ ଯାଉଅଛି। “ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ।”


ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ; ଆଉ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅବୀ, ସେ ଜିଖରୀୟଙ୍କ କନ୍ୟା ଥିଲେ।


ତହୁଁ ସେ ନଗରସ୍ଥ ଦଶ ଜଣ ପ୍ରାଚୀନଙ୍କୁ ନେଇ କହିଲା, “ତୁମ୍ଭେମାନେ ଏଠାରେ ବସ,” ତେଣୁ ସେମାନେ ବସିଲେ।


ତୁମ୍ଭେ ଏହି ପ୍ରମାଣ-ବାକ୍ୟ ବାନ୍ଧ, ମୋʼ ଶିଷ୍ୟମାନଙ୍କ ମଧ୍ୟରେ ବ୍ୟବସ୍ଥା ମୁଦ୍ରାଙ୍କିତ କର।


ଆଉ, ମୁଁ କ୍ରୟପତ୍ରରେ ସ୍ୱାକ୍ଷର କରି ମୁଦ୍ରାଙ୍କ କଲି ଓ ସାକ୍ଷୀ ରଖି ନିକ୍ତିରେ ରୂପା ତୌଲି ତାହାକୁ ଦେଲି।


Swiv nou:

Piblisite


Piblisite