ଯିଶାଇୟ 8:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)20 ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯେବେ ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ। Gade chapit laଓଡିଆ ବାଇବେଲ20 ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ। Gade chapit laପବିତ୍ର ବାଇବଲ20 ତୁମ୍ଭେମାନେ ଚୁକ୍ତି ଅନୁସାରେ ପ୍ରଭୁଙ୍କ ଶିକ୍ଷାସମୂହକୁ ଅନୁସରଣ କର। ତୁମ୍ଭେମାନେ ଯଦି ସେ ଆଦେଶକୁ ଅନୁସରଣ ନ କରିବ ତେବେ ତୁମ୍ଭେମାନେ ଭୁଲ୍ ପଥରେ ଯିବ। ସେହି ଭୁଲ ଆଦେଶ ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଗୁଣିଆମାନଙ୍କଠାରୁ ଆସିଛି। ସେ ଆଦେଶ ନିରର୍ଥକ। ତୁମ୍ଭେମାନେ ତାହା ଅନୁସରଣ କଲେ କିଛି ଲାଭ ତୁମ୍ଭମାନଙ୍କର ହେବ ନାହିଁ। Gade chapit la |