ଯିଶାଇୟ 9:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କାରଣ ଏହି ଲୋକମାନଙ୍କର ପଥପ୍ରଦର୍ଶକମାନେ ସେମାନଙ୍କୁ ଭ୍ରାନ୍ତ କରାନ୍ତି, ପୁଣି, ଯେଉଁମାନେ ସେମାନଙ୍କ ଦ୍ୱାରା ପଥ କଢ଼ାଯାʼନ୍ତି, ସେମାନେ ବିନଷ୍ଟ ହୁଅନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)16 କାରଣ ଏହି ଲୋକମାନଙ୍କର ପଥପ୍ରଦର୍ଶକମାନେ ସେମାନଙ୍କୁ ଭ୍ରାନ୍ତ କରାନ୍ତି, ପୁଣି ଯେଉଁମାନେ ସେମାନଙ୍କ ଦ୍ଵାରା ପଥ କଢ଼ାଯାʼନ୍ତି, ସେମାନେ ବିନଷ୍ଟ ହୁଅନ୍ତି। Gade chapit laଓଡିଆ ବାଇବେଲ16 କାରଣ ଏହି ଲୋକମାନଙ୍କର ପଥପ୍ରଦର୍ଶକମାନେ ସେମାନଙ୍କୁ ଭ୍ରାନ୍ତ କରାନ୍ତି, ପୁଣି, ଯେଉଁମାନେ ସେମାନଙ୍କ ଦ୍ୱାରା ପଥ କଢ଼ାଯା’ନ୍ତି, ସେମାନେ ବିନଷ୍ଟ ହୁଅନ୍ତି। Gade chapit laପବିତ୍ର ବାଇବଲ16 ପଥପ୍ରଦର୍ଶକଗଣ ଲୋକମାନଙ୍କୁ ଭୁଲ୍ ବାଟରେ ପରିଗ୍ଭଳିତ କରନ୍ତି। ଆଉ ସେମାନଙ୍କୁ ଅନୁସରଣ କରୁଥିବା ବ୍ୟକ୍ତିଗଣ ବିନଷ୍ଟ ହେବେ। Gade chapit la |
ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।