Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 1:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 କାରଣ ଯଦି କେହି ବାକ୍ୟର କର୍ମକାରୀ ନ ହୋଇ ଶ୍ରୋତାମାତ୍ର ହୁଏ, ତେବେ ସେ ଦର୍ପଣରେ ଆପଣା ସ୍ୱାଭାବିକ ମୁଖ ଦର୍ଶନ କରୁଥିବା ମନୁଷ୍ୟର ତୁଲ୍ୟ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 କାରଣ ଯଦି କେହି ବାକ୍ୟର କର୍ମକାରୀ ନ ହୋଇ ଶ୍ରୋତାମାତ୍ର ହୁଏ, ତେବେ ସେ ଦର୍ପଣରେ ଆପଣା ସ୍ଵାଭାବିକ ମୁଖ ଦର୍ଶନ କରୁଥିବା ମନୁଷ୍ୟର ତୁଲ୍ୟ,

Gade chapit la Kopi

ଓଡିଆ ବାଇବେଲ

23 କାରଣ ଯଦି କେହି ବାକ୍ୟର କର୍ମକାରୀ ନ ହୋଇ ଶ୍ରୋତାମାତ୍ର ହୁଏ, ତେବେ ସେ ଦର୍ପଣରେ ଆପଣା ସ୍ୱାଭାବିକ ମୁଖ ଦର୍ଶନ କରୁଥିବା ମନୁଷ୍ୟର ତୁଲ୍ୟ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ଯେଉଁ ବ୍ୟକ୍ତି ଈଶ୍ୱରଙ୍କ ବାକ୍ୟ କେବଳ ଶୁଣେ, ଅଥଚ କାର୍ଯ୍ୟରେ ପରିଣତ କରେ ନାହଁ, ସେ ଦର୍ପଣରେ ନିଜ ରୂପ ଦେଖିବା ଲୋକ ପରି।

Gade chapit la Kopi

ପବିତ୍ର ବାଇବଲ

23 ଯଦି ଜଣେ ପରମେଶ୍ୱରଙ୍କ ଶିକ୍ଷାକୁ କେବଳ ଶୁଣେ ଓ କିଛି କରେ ନାହିଁ, ସେ ଲୋକ ଦର୍ପଣରେ ନିଜ ମୁହଁ ଦେଖିଲା ଭଳି ଅଟେ।

Gade chapit la Kopi




ଯାକୁବଙ୍କ ପତ୍ର 1:23
8 Referans Kwoze  

ଯେ କେହି ମୋ ନିକଟକୁ ଆସି ମୋହର କଥା ଶୁଣି ସେହିସବୁ ପାଳନ କରେ, ସେ କାହା ପରି, ମୁଁ ତୁମ୍ଭମାନଙ୍କୁ ଜଣାଇବି।


“ତୁମ୍ଭେ ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କୁ ଯେଉଁ କଥା କହିଅଛ, ତୁମ୍ଭର ସେହି କଥା ଆମ୍ଭେମାନେ ଶୁଣିବୁ ନାହିଁ।


ଆଉ, ସେ କେଜାଣି ବିଶ୍ରାମବାର ଦିନରେ ସୁସ୍ଥ କରନ୍ତି, ଏହା ଦେଖିବା ପାଇଁ ଶାସ୍ତ୍ରୀ ଓ ଫାରୂଶୀମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ଭୁଲ୍ ପାଇ ପାରନ୍ତି।


କାରଣ ଏବେ ଆମ୍ଭେମାନେ ନିଗୂଢ଼ ବାକ୍ୟରୂପ ଦର୍ପଣର ସାହାଯ୍ୟରେ ଦେଖୁଅଛୁ, କିନ୍ତୁ ସେତେବେଳେ ମୁଖାମୁଖି ହୋଇ ଦେଖିବା ଯେତେବେଳେ ଯୀଶୁ ପୁନର୍ବାର ଆସିବେ; ଏତେବେଳେ ମୁଁ ଆଂଶିକ ଭାବେ ଜାଣୁଅଛି, କିନ୍ତୁ ସେତେବେଳେ, ମୁଁ ଯେପରି ପରିଚିତ, ସେହିପରି ମଧ୍ୟ ପରିଚୟ ପାଇବି।


ଯେଣୁ ସେ ଆପଣାକୁ ଦେଖିଲା ଉତ୍ତାରେ ଚାଲିଯାଇ, ସେ କି ପ୍ରକାର ଲୋକ, ତାହା ସେହିକ୍ଷଣି ଭୁଲିଯାଏ।


Swiv nou:

Piblisite


Piblisite