Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 1:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେପରି ଲୋକ ପ୍ରଭୁଙ୍କଠାରୁ କିଛି ପାଇବ ବୋଲି ମନେ ନ କରୁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେପରି ଲୋକ ପ୍ରଭୁଙ୍କଠାରୁ କିଛି ପାଇବ ବୋଲି ମନେ ନ କରୁ;

Gade chapit la Kopi

ଓଡିଆ ବାଇବେଲ

7 ସେପରି ଲୋକ ପ୍ରଭୁଙ୍କଠାରୁ କିଛି ପାଇବ ବୋଲି ମନେ ନ କରୁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7-8 ସେ ପ୍ରକାର ମନୁଷ୍ୟ ସନ୍ଦିଗ୍ଧମନା, ସେ କୌଣସି ସିଦ୍ଧାନ୍ତରେ ପହଞ୍ଚି ପାରେ ନାହିଁ; ପ୍ରଭୁଙ୍କଠାରୁ କିଛି ସେ ପାଇବ ବୋଲି ଆଶା କରିବା ନିରର୍ଥକ।

Gade chapit la Kopi

ପବିତ୍ର ବାଇବଲ

7-8 ସନ୍ଦେହୀ ଲୋକ ଏକାଥରକେ ଦୁଇଟି କଥା ଭାବେ। ତେଣୁ ସେ କରୁଥିବା କୌଣସି ବିଷୟରେ ନିଷ୍ପତ୍ତି ନେଇପାରେ ନାହିଁ। ସେଭଳି ଲୋକ ପ୍ରଭୁଙ୍କଠାରୁ କିଛି ପାଇବ ବୋଲି ଆଶା କରିବା ଉଚିତ୍ ନୁହେଁ।

Gade chapit la Kopi




ଯାକୁବଙ୍କ ପତ୍ର 1:7
7 Referans Kwoze  

ତୁମ୍ଭେମାନେ ମାଗିଥାଅ, କିନ୍ତୁ ପାଇ ନ ଥାଅ, କାରଣ ଆପଣା ଆପଣା ସୁଖାଭିଳାଷରେ ବ୍ୟୟ କରିବା ନିମନ୍ତେ ମନ୍ଦ ଅଭିପ୍ରାୟରେ ମାଗିଥାଅ।


ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ।


ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ଆଣିଲେ ତାହା କେତେ ଅଧିକ ଘୃଣିତ।


ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।


କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ୱାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତଃସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ।


ସେ ତ ଦ୍ୱିମନା ଲୋକ, ଆପଣାର ସମସ୍ତ ଗତିରେ ଅସ୍ଥିର।


Swiv nou:

Piblisite


Piblisite