Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 2:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସ୍ୱାଧୀନତାର ବ୍ୟବସ୍ଥା ଦ୍ୱାରା ଯେ ତୁମ୍ଭେମାନେ ବିଚାରିତ ହେବ, ଏହା ଜାଣି ସେହି ପ୍ରକାର କଥା କୁହ ଓ କାର୍ଯ୍ୟ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସ୍ଵାଧୀନତାର ବ୍ୟବସ୍ଥା ଦ୍ଵାରା ଯେ ତୁମ୍ଭେମାନେ ବିଚାରିତ ହେବ, ଏହା ଜାଣି ସେହିପ୍ରକାର କଥା କୁହ ଓ କାର୍ଯ୍ୟ କର।

Gade chapit la Kopi

ଓଡିଆ ବାଇବେଲ

12 ସ୍ୱାଧୀନତାର ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଯେ ତୁମ୍ଭେମାନେ ବିଚାରିତ ହେବ, ଏହା ଜାଣି ସେହି ପ୍ରକାର କଥା କୁହ ଓ କାର୍ଯ୍ୟ କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଯେଉଁ ମୁକ୍ତି ସାଧନକାରୀ ବିଧାନ ଦ୍ୱାରା ତୁମେ ବିଚାରିତ ହେବ, ତାହା ତୁମ କଥାବାର୍ତ୍ତା ଓ କମାର୍ଯ୍ୟମଳାପରେ ପ୍ରକାଶ କର।

Gade chapit la Kopi

ପବିତ୍ର ବାଇବଲ

12 ଲୋକମାନଙ୍କୁ ସ୍ୱାଧୀନ କରୁଥିବା ବ୍ୟବସ୍ଥା ଦ୍ୱାରା ତୁମ୍ଭର ବିଗ୍ଭର ହେବ। ପ୍ରତ୍ୟେକ କଥା କହିଲା ବେଳେ ଓ ପ୍ରତ୍ୟେକ କାମ କଲାବେଳେ, ତୁମ୍ଭେ ଏହି କଥା ମନେ ରଖିବା ଉଚିତ୍।

Gade chapit la Kopi




ଯାକୁବଙ୍କ ପତ୍ର 2:12
8 Referans Kwoze  

କିନ୍ତୁ ଯେ ସିଦ୍ଧ, ଅର୍ଥାତ୍‍, ସ୍ୱାଧୀନତାର ବ୍ୟବସ୍ଥା ପ୍ରତି ନିରୀକ୍ଷଣ କରି ସେଥିରେ ନିବିଷ୍ଟ ଥାଏ, ପୁଣି, ବିସ୍ମରଣକାରୀ ଶ୍ରୋତାମାତ୍ର ନ ହୋଇ ବରଂ କାର୍ଯ୍ୟକାରୀ ହୁଏ, ସେ ଆପଣା କାର୍ଯ୍ୟରେ ଧନ୍ୟ।


ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର, ଶାସ୍ତ୍ରର ଏହି ରାଜକୀୟ ବ୍ୟବସ୍ଥା ଯଦି ପ୍ରକୃତରେ ପାଳନ କର,


ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ।


ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରିୟ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍‍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର।


“ପ୍ରଭୁଙ୍କ ଆତ୍ମା ମୋʼଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,


ପୁଣି, ତୁମ୍ଭେମାନେ ସତ୍ୟ ଜ୍ଞାତ ହେବ ଓ ସେହି ସତ୍ୟ ତୁମ୍ଭମାନଙ୍କୁ ମୁକ୍ତ କରିବ।”


ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ।


Swiv nou:

Piblisite


Piblisite