Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 2:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେହିପରି ମଧ୍ୟ ବିଶ୍ୱାସ, କର୍ମ ବିନା ନିଜେ ମୃତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ସେହିପରି ମଧ୍ୟ ବିଶ୍ଵାସ, କର୍ମ ବିନା ନିଜେ ମୃତ।

Gade chapit la Kopi

ଓଡିଆ ବାଇବେଲ

17 ସେହିପରି ମଧ୍ୟ ବିଶ୍ୱାସ, କର୍ମ ବିନା ନିଜେ ମୃତ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ବିଶ୍ୱାସ ଠିକ୍ ସେହିପରି। କର୍ମ ନ ଥିଲେ, କେବଳ ମାତ୍ର ବିଶ୍ୱାସ ମୃତ।

Gade chapit la Kopi

ପବିତ୍ର ବାଇବଲ

17 ବିଶ୍ୱାସ ବିଷୟରେ ମଧ୍ୟ ଠିକ୍ ସେହି କଥା ଅଟେ। ଯଦି ବିଶ୍ୱାସ କିଛି କାର୍ଯ୍ୟ ଉତ୍ପନ୍ନ ନ କରେ, ତେବେ ସେ ବିଶ୍ୱାସ ମୃତ ଅଟେ।

Gade chapit la Kopi




ଯାକୁବଙ୍କ ପତ୍ର 2:17
9 Referans Kwoze  

କାରଣ ଆତ୍ମା ବିନା ଶରୀର ଯେପରି ମୃତ, ସେହିପରି କର୍ମ ବିନା ବିଶ୍ୱାସ ମଧ୍ୟ ମୃତ।


ହେ ମୋହର ଭାଇମାନେ, ଯଦି କେହି ମୋହର ବିଶ୍ୱାସ ଅଛି ବୋଲି କୁହେ, କିନ୍ତୁ ତାହାର କର୍ମ ନ ଥାଏ, ତେବେ ସେଥିରେ କି ଲାଭ? ଏପରି ବିଶ୍ୱାସ କଅଣ ତାହାର ପରିତ୍ରାଣ କରିପାରେ?


କିନ୍ତୁ ଶୁଦ୍ଧ ହୃଦୟ, ଶୁଚି ବିବେକ ଓ ନିଷ୍କପଟ ବିଶ୍ୱାସରୁ ଜାତ ଯେଉଁ ପ୍ରେମ,


ଅତଏବ ବିଶ୍ୱାସ, ଭରସା, ପ୍ରେମ, ଏହି ତିନି ସ୍ଥାୟୀ ଅଟେ, ଆଉ ଏମାନଙ୍କ ମଧ୍ୟରେ ପ୍ରେମ ଉତ୍କୃଷ୍ଟ।


ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛୁ;


ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ୱ ବିତରଣ କରେ, ପୁଣି, ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୋହର କିଛି ଲାଭ ନାହିଁ।


ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର।


Swiv nou:

Piblisite


Piblisite