ଯାକୁବଙ୍କ ପତ୍ର 2:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଈଶ୍ବର ଯେ ଏକମାତ୍ର, ଏହା ତୁମ୍ଭେ ବିଶ୍ୱାସ କରୁଅଛ; ଭଲ କଥା, ଭୂତମାନେ ମଧ୍ୟ ବିଶ୍ୱାସ କରି ଥରହର ହୁଅନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)19 ଈଶ୍ଵର ଯେ ଏକମାତ୍ର, ଏହା ତୁମ୍ଭେ ବିଶ୍ଵାସ କରୁଅଛ; ଭଲ କଥା, ଭୂତମାନେ ମଧ୍ୟ ବିଶ୍ଵାସ କରି ଥରହର ହୁଅନ୍ତି। Gade chapit laଓଡିଆ ବାଇବେଲ19 ଈଶ୍ୱର ଯେ ଏକମାତ୍ର, ଏହା ତୁମ୍ଭେ ବିଶ୍ୱାସ କରୁଅଛ; ଭଲ କଥା, ଭୂତମାନେ ମଧ୍ୟ ବିଶ୍ୱାସ କରି ଥରହର ହୁଅନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)19 ତୁମେ କ’ଣ ବିଶ୍ୱାସ କରୁଛ ଯେ, କେବଳ ଜଣେ ମାତ୍ର ଈଶ୍ୱର ଅଛନ୍ତି? ଉତ୍ତମ! ପ୍ରେତାତ୍ମାମାନେ ମଧ୍ୟ ଏ ଭଳି ବିଶ୍ୱାସ କରନ୍ତି ଏବଂ ଭୟରେ ଥରହର ହୁଅନ୍ତି। Gade chapit laପବିତ୍ର ବାଇବଲ19 ତୁମ୍ଭେ ବିଶ୍ୱାସ କର ଯେ, କେବଳ ଜଣେ ପରମେଶ୍ୱର ଅଛନ୍ତି; ଭଲ କଥା କିନ୍ତୁ ଭୂତମାନେ ମଧ୍ୟ ଏହା ବିଶ୍ୱାସ କରନ୍ତି ଓ ଭୟରେ ଥରହର ହୁଅନ୍ତି। Gade chapit la |