Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 2:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 କେବଳ ବିଶ୍ୱାସ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କର୍ମ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ତୁମ୍ଭେମାନେ ଦେଖୁଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 କେବଳ ବିଶ୍ଵାସ ଦ୍ଵାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କର୍ମ ଦ୍ଵାରା ଯେ ଧାର୍ମିକ ଗଣିତ ହୁଏ, ଏହା ତୁମ୍ଭେମାନେ ଦେଖୁଅଛ।

Gade chapit la Kopi

ଓଡିଆ ବାଇବେଲ

24 କେବଳ ବିଶ୍ୱାସ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କର୍ମ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ତୁମ୍ଭେମାନେ ଦେଖୁଅଛ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ଅତଏବ, ତୁମ୍ଭେମାନେ ବୁଝି ପାରିବ ଯେ, ମନୁଷ୍ୟ କର୍ମ ଦ୍ୱାରା ଧାର୍ମିକ ବିବେଚତ ହୁଏ, କେବଳ ବିଶ୍ୱାସ ଦ୍ୱାରା ନୁହେଁ।

Gade chapit la Kopi

ପବିତ୍ର ବାଇବଲ

24 ଅତଏବ ତୁମ୍ଭେ ଦେଖ ଯେ, କର୍ମ ଦ୍ୱାରା ଜଣେ ଲୋକ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୋଇପାରୁଛି। ସେ କେବଳ ବିଶ୍ୱାସ ଦ୍ୱାରା ଧାର୍ମିକ ହୋଇପାରିବ ନାହିଁ।

Gade chapit la Kopi




ଯାକୁବଙ୍କ ପତ୍ର 2:24
6 Referans Kwoze  

ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ।


ତେବେ ଆମ୍ଭମାନଙ୍କ ମୀମାଂସା ଏହି, ମନୁଷ୍ୟ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ବ୍ୟତୀତ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହୁଏ।


ସେଥିରେ ଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ଅବ୍ରହାମ ଈଶ୍ବରଙ୍କଠାରେ ବିଶ୍ୱାସ କଲେ, ଆଉ ତାହାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା, ପୁଣି, ସେ ଈଶ୍ବରଙ୍କ ମିତ୍ର ବୋଲି ଖ୍ୟାତ ହେଲେ।


ସେହି ପ୍ରକାରେ ମଧ୍ୟ ରାହାବ ବେଶ୍ୟା ଗୁପ୍ତଚରମାନଙ୍କୁ ଆତିଥ୍ୟ କରି ଅନ୍ୟ ବାଟ ଦେଇ ସେମାନଙ୍କୁ ବିଦାୟ କରିବାରୁ କଅଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ ନାହିଁ?


Swiv nou:

Piblisite


Piblisite