ଯାକୁବଙ୍କ ପତ୍ର 2:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କିନ୍ତୁ ତୁମ୍ଭେମାନେ ଦରିଦ୍ରକୁ ହତାଦର କରିଅଛ। ଧନୀମାନେ କଅଣ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କରନ୍ତି ନାହିଁ ଏବଂ ତୁମ୍ଭମାନଙ୍କୁ ବିଚାର-ସ୍ଥାନକୁ ଟାଣିନିଅନ୍ତି ନାହିଁ? Gade chapit laପବିତ୍ର ବାଇବଲ (Re-edited) - (BSI)6 କିନ୍ତୁ ତୁମ୍ଭେମାନେ ଦରିଦ୍ରକୁ ହତାଦର କରିଅଛ। ଧନୀମାନେ କଅଣ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କରନ୍ତି ନାହିଁ ଏବଂ ତୁମ୍ଭମାନଙ୍କୁ ବିଚାର-ସ୍ଥାନକୁ ଟାଣିନିଅନ୍ତି ନାହିଁ? Gade chapit laଓଡିଆ ବାଇବେଲ6 କିନ୍ତୁ ତୁମ୍ଭେମାନେ ଦରିଦ୍ରକୁ ହତାଦର କରିଅଛ । ଧନୀମାନେ କ'ଣ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କରନ୍ତି ନାହିଁ ଏବଂ ତୁମ୍ଭମାନଙ୍କୁ ବିଚାର-ସ୍ଥାନକୁ ଟାଣିନିଅନ୍ତି ନାହିଁ ? Gade chapit laପବିତ୍ର ବାଇବଲ (CL) NT (BSI)6 ଅଥଚ, ତୁମେ ଦରିଦ୍ରମାନଙ୍କୁ ଅସମ୍ମାନ କରୁଛ! ଯେଉଁମାନେ ତୁମ ପ୍ରତି ଅତ୍ୟାଚାର କରନ୍ତି ଓ ଅଦାଇତକୁ ଟାଣି ନଅନ୍ତି, ସେମାନେ କିଏ? ସେମାନେ ତ ସେହି ଧନିକ ଶ୍ରେଣୀ। Gade chapit laପବିତ୍ର ବାଇବଲ6 କିନ୍ତୁ ତୁମ୍ଭେ ଗରିବ ଲୋକଙ୍କୁ କୌଣସି ସମ୍ମାନ ଦେଉ ନାହଁ। ଏବଂ ତୁମ୍ଭେ ଜାଣିଛ ଯେ, ଧନୀ ଲୋକମାନେ ତୁମ୍ଭର ଜୀବନକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଛନ୍ତି ଓ ସେହିମାନେ ତୁମ୍ଭକୁ କଚେରୀକୁ ଟାଣି ନେଇ ଯାଆନ୍ତି। Gade chapit la |