Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 3:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ମୋହର ଭାଇମାନେ, ତୁମ୍ଭେମାନେ ଅନେକେ ଶିକ୍ଷକ ହୁଅ ନାହିଁ; ଏହା ଜାଣ ଯେ, ଆମ୍ଭେମାନେ ଯିଏ ଶିକ୍ଷା ଦେଉ, ଗୁରୁତର ଦଣ୍ଡ ପାଇବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ମୋହର ଭାଇମାନେ, ତୁମ୍ଭେମାନେ ଅନେକେ ଶିକ୍ଷକ ହୁଅ ନାହିଁ ଶିକ୍ଷକ ଯେ ଆମ୍ଭେମାନେ, ଆମ୍ଭେମାନେ ଯେ ଗୁରୁତର ଦଣ୍ତ ପାଇବା, ଏହା ଜାଣ।

Gade chapit la Kopi

ଓଡିଆ ବାଇବେଲ

1 ହେ ମୋହର ଭାଇମାନେ, ତୁମ୍ଭେମାନେ ଅନେକେ ଶିକ୍ଷକ ହୁଅ ନାହିଁ; ଏହା ଜାଣ, ଯେ ଆମ୍ଭେମାନେ ଯିଏ ଶିକ୍ଷା ଦେଉ, ଗୁରୁତର ଦଣ୍ଡ ପାଇବା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ହେ ଭାଇମାନେ, ତୁମ୍ଭମାନଙ୍କ ମଧ୍ୟରୁ ଅନେକେ ଧର୍ମଶିକ୍ଷ।। ଗୁରୁ ହେବା ଅନୁଚିତ। କାରଣ ତୁମେ ଜାଣ ଯେ, ଆମ ପରି ଶିକ୍ଷାଗୁରୁମାନଙ୍କ ଅପେକ୍ଷା ଅଧିକ କଠୋର ଭାବରେ ବିଚାରିତ ହେବେ।

Gade chapit la Kopi

ପବିତ୍ର ବାଇବଲ

1 ମୋ’ ଭାଇ ଓ ଭଉଣୀମାନେ! ତୁମ୍ଭମାନଙ୍କ ଭିତରୁ ଅନେକ ଶିକ୍ଷକ ହେବା ଉଚିତ୍ ନୁହେଁ। କାରଣ ତୁମ୍ଭେ ଜାଣ ଯେ, ଆମ୍ଭେ ଶିକ୍ଷକମାନେ, ଅନ୍ୟ ଲୋକମାନଙ୍କ ଅପେକ୍ଷା ଅଧିକ କଠୋର ଭାବରେ ବିଗ୍ଭରିତ ହେବୁ।

Gade chapit la Kopi




ଯାକୁବଙ୍କ ପତ୍ର 3:1
30 Referans Kwoze  

ସେମାନେ ମୋଶାଙ୍କ ବ୍ୟବସ୍ଥାର ଶିକ୍ଷକ ହେବାକୁ ଇଚ୍ଛା କରନ୍ତି, ମାତ୍ର ଯାହା କହନ୍ତି, କି କେଉଁ ବିଷୟରେ ଦୃଢ଼ ଶିକ୍ଷା ଦିଅନ୍ତି, ତାହା ନିଜେ ବୁଝନ୍ତି ନାହିଁ।


ପୁଣି, ଯେଉଁମାନଙ୍କର ଦାୟିତ୍ୱଭାର ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଛି, ସେମାନଙ୍କ ଉପରେ କର୍ତ୍ତାପଣ ନ କରି ପଲର ଆଦର୍ଶ ସ୍ୱରୂପ ହୋଇ ତାହା କର।


ପୁଣି, ଈଶ୍ବର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି।


“କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।


ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୁଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ।


ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି,


କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ।


ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ବନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରିପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ।


ମୁଁ ତୁମ୍ଭ ବିଷୟରେ ଏ କି କଥା ଶୁଣୁଅଛି? ତୁମ୍ଭ ବେବର୍ତ୍ତା କାର୍ଯ୍ୟର ହିସାବ ଦିଅ, କାରଣ ତୁମ୍ଭେ ଆଉ ବେବର୍ତ୍ତା ହୋଇ ରହି ପାରିବ ନାହିଁ।


ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ‘ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।’” ତହିଁରେ ହାରୋଣ ମୌନ ହେଲେ।


ସେହି ସୁସମାଚାରର ମୁଁ ଜଣେ ପ୍ରଚାରକ, ପ୍ରେରିତ ଓ ଶିକ୍ଷକ ସ୍ୱରୂପେ ନିଯୁକ୍ତ ହୋଇଅଛି।


ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ତୁମ୍ଭେ ଇସ୍ରାଏଲର ଜଣେ ଗୁରୁ ହୋଇ ସୁଦ୍ଧା କଅଣ ଏହିସବୁ ବୁଝୁ ନାହଁ?


ଶିଷ୍ୟ ଗୁରୁଠାରୁ କିମ୍ବା ଦାସ କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ।


“ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ। କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ;


ଫାରୂଶୀମାନେ ତାହା ଦେଖି ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭମାନଙ୍କ ଗୁରୁ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି?”


ଯେଉଁ ଜନ ଏହି କର୍ମ କରେ, ସଦାପ୍ରଭୁ ଯାକୁବର ତମ୍ବୁସକଳରୁ ତାହାର ସମ୍ପର୍କୀୟ, ଯେକେହି ହୁଅନ୍ତୁ ଓ ଏପରିକି ଯେକେହି ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କୌଣସି ନୈବେଦ୍ୟ ଉତ୍ସର୍ଗ କରୁ, ତାହାକୁ ମଧ୍ୟ ଉଚ୍ଛିନ୍ନ କରିବେ।


ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ଡଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍‍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ।


ହେ ମୋହର ପ୍ରିୟ ଭାଇମାନେ, ଭ୍ରାନ୍ତ ହୁଅ ନାହିଁ।


ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ,


ଏକ ମୁଖରୁ ଧନ୍ୟବାଦ ଓ ଅଭିଶାପ ନିର୍ଗତ ହୁଏ। ହେ ମୋହର ଭାଇମାନେ, ଏପରି ହେବା ଉଚିତ୍ ନୁହେଁ।


[ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଛଳରେ ଦୀର୍ଘ ପ୍ରାର୍ଥନା କରିବା ସଙ୍ଗେ ସଙ୍ଗେ ବିଧବାମାନଙ୍କର ଗୃହସବୁ ଗ୍ରାସ କରୁଥାଅ; ଏଣୁ ତୁମ୍ଭେମାନେ ଗୁରୁତର ଦଣ୍ଡ ପାଇବ।]


Swiv nou:

Piblisite


Piblisite