ଯାକୁବଙ୍କ ପତ୍ର 3:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି? ସେ ଜ୍ଞାନସଙ୍ଗତ ନମ୍ରତା ସହ ସଦାଚରଣ ଦ୍ୱାରା ଆପଣା କର୍ମ ପ୍ରକାଶ କରୁ। Gade chapit laପବିତ୍ର ବାଇବଲ (Re-edited) - (BSI)13 ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି? ସେ ଜ୍ଞାନସଙ୍ଗତ ନମ୍ରତା ସହ ସଦାଚରଣ ଦ୍ଵାରା ଆପଣା କର୍ମ ପ୍ରକାଶ କରୁ। Gade chapit laଓଡିଆ ବାଇବେଲ13 ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି ? ସେ ଜ୍ଞାନସଙ୍ଗତ ନମ୍ରତା ସହ ସଦାଚରଣ ଦ୍ୱାରା ଆପଣା କର୍ମ ପ୍ରକାଶ କରୁ । Gade chapit laପବିତ୍ର ବାଇବଲ (CL) NT (BSI)13 ତୁମ୍ଭମାନଙ୍କ ମଧ୍ୟରେ କେହି କ’ଣ ଜ୍ଞାନୀ ଓ ବିଦ୍ଧିମାନ? ସେ ବିଜ୍ଞାତା ଓ ନିମ୍ରତା ସହିତ ସତ୍କର୍ମ କରି ତା’ ଜୀବନରେ ଏହାର ପ୍ରମାଣ ଦେଉ। Gade chapit laପବିତ୍ର ବାଇବଲ13 ତୁମ୍ଭମାନଙ୍କ ଭିତରେ ପ୍ରକୃତ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି? ତା'ହେଲେ ସେ ଧାର୍ମିକ ଜୀବନଯାପନ କରି ନିଜର ବିଜ୍ଞତା ଦେଖାଉ। ସେ ନମ୍ର ଭାବରେ ଭଲ କାମ କରିବା ଉଚିତ୍। ଜ୍ଞାନୀ ଲୋକ ଗର୍ବ କରେ ନାହିଁ। Gade chapit la |